Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କିଟ୍‌, ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନ ଓ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ
ଆଜିର ଖବର

କିଟ୍‌, ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନ ଓ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ

April 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ଭୁବନେଶ୍ୱର/ପୁରୀ: ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଅନୁଷ୍ଠିତ ହେବ। ଏଥିପୂର୍ବରୁ ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ରାଜ୍ୟବ୍ୟାପୀ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଭାରତର ଜି-୨୦ ଅଧ୍ୟକ୍ଷତାକୁ ନେଇ ସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ। ଏହି ଅବସରରେ କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଭୁବନେଶ୍ୱର ଉପକଣ୍ଠ ଶିଖର ଚଣ୍ଡି ପାହାଡ଼ ଉପରେ ସ୍ୱଚ୍ଛତା ଅଭିଯାନ ଆୟୋଜନ କରାଯାଇଥିଲା। କିଟ୍‌ ବିଶ୍ୱବିଦ୍ୟାଳୟର ୨୫୦ରୁ ଅଧିକ ଛାତ୍ରଛାତ୍ରୀ ପାହାଡ଼ ଆଖପାଖ ଅଞ୍ଚଳରେ ସଫେଇ କରିଥିଲେ। ଏଥିରେ ବିଶ୍ୱବିଦ୍ୟାଳୟର କର୍ମଚାରୀମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ।

ସେହିପରି ଭୁବନେଶ୍ୱର ସ୍ଥିତ ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଏକ ସଚେତନତା ପଦଯାତ୍ରା ଆୟୋଜନ କରାଯାଇଥିଲା। ଏଥିରେ ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା।

ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ପୁରୀ ସ୍ଥିତ ରାଷ୍ଟ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଶ୍ରୀ ସଦାଶିବ କ୍ୟାମ୍ପସ ପରିସରରେ ବୃକ୍ଷରୋପଣ କରାଯାଇଥିଲା। ଏଥିରେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଧ୍ୟାପକମାନେ ଅଂଶଗ୍ରହଣ କରିଥିଲେ।

କିଟ୍ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଜନଭାଗିଦାରୀ କାର୍ଯ୍ୟକ୍ରମ ଜି-୨୦
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.