Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନଆଇଟି ରାଉରକେଲା ପକ୍ଷରୁ ସବୁଜ ଇନ୍ଧନ ପ୍ରଦର୍ଶନୀ ଓ ସ୍ୱଚ୍ଛତା ଅଭିଯାନ ଆୟୋଜିତ
ଆଜିର ଖବର

ଏନଆଇଟି ରାଉରକେଲା ପକ୍ଷରୁ ସବୁଜ ଇନ୍ଧନ ପ୍ରଦର୍ଶନୀ ଓ ସ୍ୱଚ୍ଛତା ଅଭିଯାନ ଆୟୋଜିତ

April 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର/ରାଉରକେଲା: ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଏନଆଇଟି ରାଉରକେଲା ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏହି କ୍ରମରେ ଆଜି ଏନଆଇଟି ପକ୍ଷରୁ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ‘ଦୀର୍ଘସ୍ଥାୟିତ୍ୱ ପ୍ରଦର୍ଶନୀ (ସଷ୍ଟେନବଲିଟୀ ଏକ୍ସପୋ)’ ଆୟୋଜନ କରାଯାଇଥିଲା। ଏହି ପ୍ରଦର୍ଶନରେ ଶସ୍ତା ସ୍ୱଚ୍ଛ ଇନ୍ଧନ, ଆଧୁନିକ କୃଷି ପ୍ରଯୁକ୍ତି, ସ୍ମାର୍ଟ ଫ୍ଲୋର କ୍ଲିନର ଆଦି ପ୍ରକଳ୍ପ ସ୍କୁଲ ଛାତ୍ରଛାତ୍ରୀମାନେ ପ୍ରଦର୍ଶିତ କରିଥିଲେ। ଜଳବାୟୁ ପରିବର୍ତ୍ତନର ମୁକାବିଲା କରିବା ଲାଗି ଭାରତର ଅଧ୍ୟକ୍ଷତା ଅଧୀନରେ ସବୁଜ ବିକାଶ ପ୍ରତି ପ୍ରାଥମିକତା ଦିଆଯାଉଛି । ଏ ସମ୍ପର୍କରେ ବାର୍ତ୍ତା ପ୍ରସାର ଉଦ୍ଦେଶ୍ୟରେ ପ୍ରଦର୍ଶନୀ ଆୟୋଜିତ ହୋଇଥିଲା।

ସେହିପରି ଏନଆଇଟି ରାଉରକେଲା ପରିସରରେ ଓଡ଼ିଶା-ସିକ୍କିମ ଯୁବସଙ୍ଗମର ଏକ ଜନଭାଗିଦାରୀ ପ୍ରଦର୍ଶନୀ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରଯୁକ୍ତି, ପର୍ଯ୍ୟଟନ, ବିକାଶ, ପରମ୍ପରା ଓ ଲୋକସମ୍ପର୍କ କ୍ଷେତ୍ରରେ ବହୁମୁଖି ଦିଗ ସମ୍ପର୍କରେ ଯୁବପିଢ଼ିଙ୍କୁ ସଚେତନ କରାଯାଇଥିଲା।

ଅନ୍ୟପକ୍ଷରେ ଏନଆଇଟି ଛାତ୍ରଛାତ୍ରୀଙ୍କ ଦ୍ୱାରା ଆଜି ସ୍ଥାନୀୟ ଅଞ୍ଚଳରେ ଏକ ସ୍ୱଚ୍ଛତା ଅଭିଯାନ ଆୟୋଜନ କରାଯାଇଥିଲା। ଏଥିରେ ଯୋଗ ଦେଇଥିବା ଛାତ୍ରଛାତ୍ରୀ, ଅଧ୍ୟାପକ, କର୍ମଚାରୀ ଓ ଗବେଷକମାନେ ସ୍ୱଚ୍ଛତା ଓ ସୁସ୍ଥତା ସମ୍ପର୍କରେ ବାର୍ତ୍ତା ପ୍ରସାର କରିଥିଲେ।

ଏନଆଇଟି ରାଉରକେଲା ଜଳବାୟୁ ପରିବର୍ତ୍ତନ ଜି-୨୦ ଜନଭାଗିଦାରୀ ସ୍ୱଚ୍ଛତା ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.