Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରକ୍ କୁ ପିଟିଲା କଣ୍ଟେନର୍, ଡ୍ରାଇଭର ମୃତ
ଆଜିର ଖବର

ଟ୍ରକ୍ କୁ ପିଟିଲା କଣ୍ଟେନର୍, ଡ୍ରାଇଭର ମୃତ

April 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ଅଟୋନଗର୍ ନିକଟରେ ନବ ନିର୍ମାଣ ଓଭରବ୍ରିଜ୍ ରାସ୍ତାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା (ଓଡି ୨୯ ଏଲ୍ ୭୫୭୦) ନଂ ବିଶିଷ୍ଟ ଏକ ଟ୍ରକକୁ ଦ୍ରୁତ ଗତିରେ ଆସୁଥିବା ଏକ କଣ୍ଟେନର୍ ଟ୍ରକ୍ (ଏପି୧୬ ଟିଏଫ୨୪୭୫) ଧକ୍କା ଦେଇଥିଲା। ଯାହା ଫଳରେ କଣ୍ଟେନର୍ ଡ୍ରାଇଭର ଗାଡ଼ି ଭିତରେ ଚାପି ହୋଇ ପ୍ରାଣ ହରାଇଥିବା ବେଳେ ହେଲପର ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଦୁର୍ଘଟଣା ଏମିତି ହୋଇଥିଲା ଯେ, ଗାଡ଼ି ଭିତରୁ ଡ୍ରାଇଭର ମୃତ ଦେହକୁ ବାହାର କରିବା ପାଇଁ ଗୋଳନ୍ଥରା ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ଦୁଇ ଘଣ୍ଟା ସମୟ ଲାଗିଥିଲା।
ମୃତ ଡ୍ରାଇଭରର ପରିଚୟ ମିଳି ନଥିବା ବେଳେ କୌଣସି ମାମଲା ରୁଜୁ ହୋଇ ନଥିବା ଥାନା ଅଧିକାରୀ ସୁଚନା ଦେଇଛନ୍ତି।

କଣ୍ଟେନର୍ ଡ୍ରାଇଭର ମୃତ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.