Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବେଲଗୁଣ୍ଠା ବ୍ଲକରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ମିଳିତ ସମୀକ୍ଷା
ଆଜିର ଖବର

ବେଲଗୁଣ୍ଠା ବ୍ଲକରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ମିଳିତ ସମୀକ୍ଷା

April 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଓ ଏସ୍ ପି ଜଗମୋହନ ମୀନ ବେଲଗୁଣ୍ଠା ବ୍ଲକରେ ମିଳିତ ଅଭିଯୋଗ ଶୁଣାଣୀ କରିବା ସହ ୫ ଟି ବିଦ୍ୟାଳୟ ପରିଦର୍ଶନ କରିଥିଲେ। ଏଥିରେ ଜିଲ୍ଲାର ବିଭିନ୍ନ ପଦାଧିକାରୀ ଯୋଗଦେଇଥିଲେ।

ଜିଲ୍ଲା ପ୍ରଶାସନର ଏହି କାର୍ଯ୍ୟକ୍ରମରେ ୫୩ ଜଣ ଅଭିଯୋଗକାରୀ ସେମାନେ ଲିଖିତ ଅଭିଯୋଗ ଦାଖଲ କରିଥିଲେ। ଏହି କାର୍ଯ୍ୟକ୍ରମ ଅବସରରେ ଦୁଇ ଜଣ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ଟ୍ରାଇସାଇକେଲ୍ ପ୍ରଦାନ କରିବା ସହ ୧୯ ଜଣଙ୍କୁ ଭତ୍ତା କରାଯାଇଛି।

ଆଜିର ଏହି କାର୍ଯ୍ୟକ୍ରମରେ ଜିଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମତେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ, ଭଞ୍ଜନଗର ଉପଜିଲ୍ଲାପାଳ, ଲୋକ ସମ୍ପର୍କ ଅଧିକାରୀ, ବେଲଗୁଣ୍ଠା ବିଡ଼ିଓ, ଭଞ୍ଜନଗର ଏସ୍ ଡି ପି ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ, ତହସିଲଦାର, ବେଲଗୁଣ୍ଠା ଓ ଗାଙ୍ଗପୁର ଥାନା ଅଧିକାରୀଙ୍କ ସମେତ ବହୁ ଲୋକ ପ୍ରତିନିଧି ଯୋଗ ଦେଇଥିଲେ।

ବେଲଗୁଣ୍ଠା ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗଳାର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରର ଜରୁରୀକାଳୀନ ଅବତରଣ

August 11, 2026

ତ୍ରିରଙ୍ଗା ଯାତ୍ରାରେ ଛାତ୍ରଛାତ୍ରୀଙ୍କୁ ସାମିଲ ନେଇ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କଲା କଂଗ୍ରେସ

August 11, 2026

Ram Nath Kovind: ପୂର୍ବତନ ରାଷ୍ଟ୍ରପତିଙ୍କ ଆତ୍ମଜୀବନୀ ପୁସ୍ତକକୁ ଉନମୋଚନ କରିବେ ପ୍ରଧାନମନ୍ତ୍ରୀ

August 11, 2026

ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ସମ୍ମିଳନୀ: ବିଶ୍ୱ ଶିକ୍ଷା ମଞ୍ଚରେ ଓଡ଼ିଶାର ନୂଆ ପରିଚୟ

August 11, 2026
Latest News

ବଙ୍ଗଳାର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରର ଜରୁରୀକାଳୀନ ଅବତରଣ

August 11, 2026

ତ୍ରିରଙ୍ଗା ଯାତ୍ରାରେ ଛାତ୍ରଛାତ୍ରୀଙ୍କୁ ସାମିଲ ନେଇ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କଲା କଂଗ୍ରେସ

August 11, 2026

Ram Nath Kovind: ପୂର୍ବତନ ରାଷ୍ଟ୍ରପତିଙ୍କ ଆତ୍ମଜୀବନୀ ପୁସ୍ତକକୁ ଉନମୋଚନ କରିବେ ପ୍ରଧାନମନ୍ତ୍ରୀ

August 11, 2026

ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ସମ୍ମିଳନୀ: ବିଶ୍ୱ ଶିକ୍ଷା ମଞ୍ଚରେ ଓଡ଼ିଶାର ନୂଆ ପରିଚୟ

August 11, 2026

୧୫ ଅଗଷ୍ଟ ପୂର୍ବରୁ ଦିଲ୍ଲୀରେ ହାଇ ଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର ଜାରି କଲା ପୋଲିସ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.