Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର: ନିୟୋଜିତ ହେବେ ୪୫ ନୂଆ କର୍ମଚାରୀ
ଆଜିର ଖବର

ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର: ନିୟୋଜିତ ହେବେ ୪୫ ନୂଆ କର୍ମଚାରୀ

April 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଭୁବନେଶ୍ବରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର (Fire Station) ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ କରି ଧନଜୀବନକୁ ସୁରକ୍ଷା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।

ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ବର ଓ ପାହାଳରେ ପ୍ରତିଷ୍ଠା କରାଯିବ। ଏଥିପାଇଁ ୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଛି। ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏ କର୍ମଚାରୀ ରହିବେ। ଏଥିରେ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର-ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ ଜଣ ଫାୟାରମ୍ୟାନ ଅଛନ୍ତି।

ଅଗ୍ନିଶମ ସେବା କେନ୍ଦ୍ର ନବୀନ ପଟ୍ଟନାୟକ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026
Latest News

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.