Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ରାମନାଥ କୋବିନ୍ଦ କରାଇଲେ ଶପଥ ପାଠ
ଆଜିର ଖବର

ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ରାମନାଥ କୋବିନ୍ଦ କରାଇଲେ ଶପଥ ପାଠ

May 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Narendra Modi sworn in as Prime Minister
Narendra Modi sworn in as Prime Minister

ସପ୍ତଦଶ ଲୋକସଭାର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କ୍ରମାଗତ ଦ୍ବିତୀୟ ଥର ଭାବରେ ପ୍ରଧାନମନ୍ତ୍ରୀ ହେବାର ମୋଦିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହି ଶପଥ ଗ୍ରହଣ ଉତ୍ସବରେ ଉପ ରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ, ପୂର୍ବତନ ପ୍ରଧାନମନ୍ତ୍ରୀ ଡ଼କ୍ଟର ମନମୋହନ ସିଂହ, ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ, ମୁରଲୀ ମନୋହର ଯୋଶୀ,କଂଗ୍ରେସ ସଭାପତି ରାହୁଲ୍‍ ଗାନ୍ଧି, ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ତଥା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ଅଛନ୍ତି ।ବିଶ୍ୱର ସର୍ବବୃହତ୍‍ ଗଣତନ୍ତ୍ରର ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ବହୁ ରାଷ୍ଟ୍ରମୁଖ୍ୟ, ଶାସନ ମୁଖ୍ୟ, ସମ୍ବିଧାନ ବିଶେଷଜ୍ଞ ଓ କୂଟନୈତୀଜ୍ଞ ମାନେ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଛନ୍ତି । ସରକାରଙ୍କ ପ୍ରଥମେ ପଡ଼ୋଶୀ ନୀତି ଦୃଷ୍ଟିରୁ ଭାରତ ବିମ୍‍ଷ୍ଟେକ୍‍ ରାଷ୍ଟ୍ରସମୂହର ମୁଖ୍ୟମାନଙ୍କୁ ଏହି ଉତ୍ସବକୁ ଆମନ୍ତ୍ରଣ କରିଛି। ବାଂଲାଦେଶ, ଶ୍ରୀଲଙ୍କା, କିରଗିଜ୍‍ ସାଧାରଣତନ୍ତ୍ର ଓ ମ୍ୟାଁମାର ରାଷ୍ଟ୍ରପତି ଏବଂ ମରିସସ୍‍, ନେପାଳ, ଭୁଟାନର ପ୍ରଧାନମନ୍ତ୍ରୀ ତଥା  ଥାଇଲାଣ୍ଡର ସ୍ୱତନ୍ତ୍ର ଦୂତ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Latest News

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.