Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ପକ୍ଷରୁ ଉତ୍କଳଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି
ଆଜିର ଖବର

ବିଧାନସଭା ପକ୍ଷରୁ ଉତ୍କଳଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

April 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କର ୧୭୫ତମ ଜୟନ୍ତୀ ପାଳିତ ହୋଇଯାଇଛି।

ବାଚସ୍ପତି ବିକ୍ରମ କେଶରୀ ଆରୁଖ ଆଜି ପୂର୍ବାହ୍ନରେ ବିଧାନସଭା ପରିସରସ୍ଥିତ ଉତ୍କଳଗୌରବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ଉପବାଚସ୍ପତି ରଜନୀକାନ୍ତ ସିଂହ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ, ବିଜ୍ଞାନ ଓ କାରିଗରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ବରିଷ୍ଠ ବିଧାୟକ ପ୍ରଫୁଲ୍ଲ ସାମଲ, ଅମର ପ୍ରସାଦ ଶତପଥୀ, ଅନନ୍ତ ନାରାୟଣ ଜେନା, ବିଧାନସଭା ସଚିବ ଦାଶରଥି ଶତପଥୀ ଏବଂ ଅନ୍ୟ ମାନ୍ୟଗଣ୍ୟ ଅତିଥିମାନେ ମଧ୍ୟ ଉତ୍କଳଗୌରବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ ଶିବପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଶାଶ୍ୱତୀ ସାମାଜିକ ସାଂସ୍କୃତିକ କେନ୍ଦ୍ରର ଶିଳ୍ପୀବୃନ୍ଦ ଉତ୍କଳଗୌରବ ମଧୁସୂଦନଙ୍କ ଜୀବନୀ ଆଧାରିତ ସଂଗୀତ ପରିବେଷଣ କରିଥିଲେ।

ଉତ୍କଳଗୌରବ ବିଧାନସଭା ମଧୁସୂଦନ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ସହ ସିଜେପି ର ଆରମ୍ଭ ହେବ ଆଲୋଚନା?: ଏହି ସର୍ତ୍ତ ରଖିଲା କକ୍ରୋଚ୍ ଜନତା ପାର୍ଟି

July 22, 2026

ବ୍ରହ୍ମପୁରରେ ୩ କରୋନା ଆକ୍ରାନ୍ତ ଚିହ୍ନଟ: ଏମକେସିଜି ରେ ଭର୍ତ୍ତି

July 22, 2026

ଉଦ୍ଧବ ଠାକରେଙ୍କୁ ଝଟକା!: ଛଅ ସାଂସଦଙ୍କ ସମ୍ପର୍କରେ ନେଲେ ବଡ଼ ନିଷ୍ପତ୍ତି

July 22, 2026

ପ୍ରତିବାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଶରଦ ପାୱାର: ଜାଣନ୍ତୁ କ’ଣ ହେଲା ଆଲୋଚନା?

July 22, 2026
Latest News

ମହିଳା ସାଂସଦମାନଙ୍କୁ ଦୁର୍ବ୍ୟବହାର ମାମଲା: ସମଗ୍ର ମୌସୁମୀ ଅଧିବେଶନରୁ କଲ୍ୟାଣ ବାନାର୍ଜୀ ନିଲମ୍ବିତ

July 22, 2026

ସରକାରଙ୍କ ସହ ସିଜେପି ର ଆରମ୍ଭ ହେବ ଆଲୋଚନା?: ଏହି ସର୍ତ୍ତ ରଖିଲା କକ୍ରୋଚ୍ ଜନତା ପାର୍ଟି

July 22, 2026

ବ୍ରହ୍ମପୁରରେ ୩ କରୋନା ଆକ୍ରାନ୍ତ ଚିହ୍ନଟ: ଏମକେସିଜି ରେ ଭର୍ତ୍ତି

July 22, 2026

“କ’ଣ ଆପଣମାନେ ଝିଅମାନଙ୍କ ପୋଷାକ ଚିରିବେ?”: ଲୋକସଭାରେ ପ୍ରଶ୍ନ କଲେ ଅଖିଳେଶ ଯାଦବ

July 22, 2026

“ଧର୍ମେନ୍ଦ୍ର ପ୍ରଧାନ ଏତେ ଗୁରୁତ୍ୱପୂର୍ଣ୍ଣ କାହିଁକି?”: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପଚାରିଲେ ଅଭିଜିତ ଦୀପକେ

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.