Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଙ୍କୁ ସମ୍ବର୍ଦ୍ଧନା
ଆଞ୍ଚଳିକ

ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଙ୍କୁ ସମ୍ବର୍ଦ୍ଧନା

May 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଛତ୍ରପୁର: ରାଜ୍ୟ ବିଦ୍ୟୁତ ବିଭାଗ ତଥା ବର୍ତ୍ତମାନର ଟି ପି ଏସ୍ ଓ ଡି ଏଲ୍ ର ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ଚୌଧୁରୀଙ୍କୁ ଛତ୍ରପୁର ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବି ମାନଙ୍କ ତରଫରୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ, ଯନ୍ତ୍ରୀ ଶ୍ରୀଯୁକ୍ତ ଚୌଧୁରୀ ମହାବାତ୍ୟା ସମୟରେ ଅଞ୍ଚଳର ଜନସାଧାରଣଙ୍କ ପାଇଁ ବହୁ ଜନହିତକର କାର୍ଯ୍ୟ କରି ପ୍ରଶଂସାର ପାତ୍ର ହୋଇଥିଲେ। ବର୍ତ୍ତମାନ ସେବାରୁ ଅବସର ନେବା ପରେ ଛତ୍ରପୁର ବରିଷ୍ଠ ସମାଜସେବୀ କାଳି ଚରଣ ତ୍ରିପାଠୀଙ୍କ ପୌରହିତ୍ୟରେ ଛତ୍ରପୁର ତାମ୍ପରା ଠାରେ ଏକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଉକ୍ତ କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ ଚୌଧୁରୀଙ୍କୁ କାଳିଚରଣ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ ଓ ପୁର୍ବତନ ବିଧାୟକ ଅଶୋକ ଚୌଧୁରୀ, ପୁର୍ଣ୍ଣ ଚନ୍ଦ୍ର ବେହେରା, ସରପଞ୍ଚ ବଚନ ଦାସ ବରିଷ୍ଠ ନାଗରିକ ସଦାଶିବ ସାହୁ, ଶିକ୍ଷକ ନେତା କେ ସୁନୀଲ ରାଓ ଓ କୃଷ୍ଣଚନ୍ଦ୍ର ପଲେଇ ପ୍ରମୁଖ ଉପସ୍ଥିତ ଥିଲେ।

ଅବସରକାଳୀନ ସମ୍ବର୍ଦ୍ଧନା
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026

ଆଜି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍: ବର୍ଷା ହେଲେ କାହାକୁ ମିଳିବ ଲାଭ ଏବଂ କିଏ ସହିବ କ୍ଷତି?

February 25, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇସ୍ରାଏଲରେ ଭବ୍ୟ ସ୍ୱାଗତ: ବିମାନବନ୍ଦରରେ ମିଳିଲା ଗାର୍ଡ ଅଫ୍ ଅନର

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.