Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖଣ୍ଡାରେ ସଙ୍ଘବଦ୍ଧ ଆକ୍ରମଣ: ଘଟଣାସ୍ଥଳରେ ଯୁବକଙ୍କ ପ୍ରାଣହାନୀ
ଆଜିର ଖବର

ଖଣ୍ଡାରେ ସଙ୍ଘବଦ୍ଧ ଆକ୍ରମଣ: ଘଟଣାସ୍ଥଳରେ ଯୁବକଙ୍କ ପ୍ରାଣହାନୀ

May 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Bada Bazar Police
କର୍ପୋରେଟରଙ୍କ ଘର ଉପରେ ବୋମାମାଡ଼

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବଡ଼ବଜାର ଥାନା ଅନ୍ତର୍ଗତ ଆଚାର୍ଯ୍ୟ ବିହାରରେ ଏକ ହତ୍ୟାକାଣ୍ଡ ଘଟି ସନାତନ ଚୌଧୁରୀ ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।

ନିହତ ଯୁବକ ଜଣକ ନୁଆ ବସଷ୍ଟାଣ୍ଡରେ ହକର କାମ କରି ପରିବାର ପ୍ରତିପୋଷଣ ଚଳାଇଥିଲେ। ସେ ଘରକୁ ଫେରିବା ବେଳେ ୪ରୁ ୫ ଯୁବକ ହଠାତ୍ ତାକୁ ଖଣ୍ଡାରେ ଅତର୍କିତ ଭାବେ ଆକ୍ରମଣ କରିଥିଲେ। ଯ’ଦ୍ଵାରା ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ହତ୍ୟାକାଣ୍ଡ ଘଟାଇ ଆସାମୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ହତ୍ୟାର କାରଣ ଜଣାପଡ଼ିନଥିବା ବେଳେ ପୁର୍ବ ଶତ୍ରୁତାରୁ ଏହି ଘଟଣା ଘଟିଛି ବୋଲି ଅଞ୍ଚଳରେ ଆଲୋଚନା ହେଉଛି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି ଓ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆଚାର୍ଯ୍ୟ ବିହାର ବଡ଼ବଜାର ଥାନା ଯୁବକଙ୍କ ପ୍ରାଣହାନୀ ହତ୍ୟାକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.