Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିକଅପ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା: ପାଞ୍ଚ ମହିଳାଙ୍କ ସମେତ ୬ ମୃତ, ୨୧ ଆହତ
ଆଜିର ଖବର

ପିକଅପ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା: ପାଞ୍ଚ ମହିଳାଙ୍କ ସମେତ ୬ ମୃତ, ୨୧ ଆହତ

May 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଛତିଶଗଡର ବଲୌଦାବାଜାର ଜିଲ୍ଲାରେ ଏକ ସଡ଼କ ଦୁର୍ଘଟଣାରେ ପାଞ୍ଚ ଜଣ ମହିଳାଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି। ସୋମବାର ପୋଲିସ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ପୋଲିସ ଅଧିକାରୀ କହିଛନ୍ତି ଯେ, ରବିବାର ବିଳମ୍ବିତ ରାତିରେ ଜିଲ୍ଲାର ପଲାରି ପୋଲିସ ଷ୍ଟେସନ ଅନ୍ତର୍ଗତ ଗୌଡା ପୁଲିଆ ନିକଟରେ ଟ୍ରକ ଏବଂ ପିକଅପ୍ ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୫ ଜଣ ମହିଳା ଓ ଜଣେ ଶିଶୁଙ୍କର ମୃତ୍ୟୁ ଘଟିଛି।

ପୋଲିସ ସୂଚନା ଅନୁଯାୟୀ, ବଲୌଦାବାଜାର ପୋଲିସ ଷ୍ଟେସନ ଅଞ୍ଚଳର ଲଟୁଆ ଗାଁର ବାସିନ୍ଦା ପରସଦା ଗ୍ରାମରେ ଏକ ପାରିବାରିକ କାର୍ଯ୍ୟକ୍ରମରେ ଯୋଗଦେବା ପରେ ନିଜ ଗାଁକୁ ଫେରୁଥିଲେ। ସେ କହିଛନ୍ତି ଯେ, ବିଳମ୍ବିତ ରାତିରେ ଗୌଡା ପୁଲିଆ ନିକଟରେ ପହଞ୍ଚିବା ପରେ ତାଙ୍କ ଗାଡି ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ପିକଅପ୍ ଗାଡିରେ ଯାତ୍ରା କରୁଥିବା ପାଞ୍ଚଜଣ ମହିଳା ଏବଂ ଜଣେ ୬ ବର୍ଷର ଶିଶୁ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିଲେ ଏବଂ ଏହି ଘଟଣାରେ ଅନ୍ୟ ୨୧ ଜଣ ଆହତ ହୋଇଥିଲେ। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ମୁହାଁମୁହିଁ ଧକ୍କା
Share. Facebook Twitter LinkedIn Email WhatsApp Copy Link

Related Posts

IPL ଠାରୁ PSLରେ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ରାଶି ଅଧିକ?: ଜାଣନ୍ତୁ କେତେ ପାର୍ଥକ୍ୟ

March 31, 2026

ବିହାର: ଶୀତଳା ମନ୍ଦିରରେ ଦଳାଚକଟା, ୮ ମୃତ

March 31, 2026

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026

ଆଜି ରାଜରାଜେଶ୍ଵରୀ ବେଶରେ ଦର୍ଶନ ଦେବେ କାକଟପୁରବାସିନୀ ମା’ ମଙ୍ଗଳା: ଜାଣନ୍ତୁ ନୀତିକାନ୍ତି

March 31, 2026
Latest News

IPL ଠାରୁ PSLରେ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ରାଶି ଅଧିକ?: ଜାଣନ୍ତୁ କେତେ ପାର୍ଥକ୍ୟ

March 31, 2026

ବିହାର: ଶୀତଳା ମନ୍ଦିରରେ ଦଳାଚକଟା, ୮ ମୃତ

March 31, 2026

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026

ଆଜି ରାଜରାଜେଶ୍ଵରୀ ବେଶରେ ଦର୍ଶନ ଦେବେ କାକଟପୁରବାସିନୀ ମା’ ମଙ୍ଗଳା: ଜାଣନ୍ତୁ ନୀତିକାନ୍ତି

March 31, 2026

‘ଅନ୍ତ୍ୟୋଦୟ ଗୃହ ଯୋଜନା’ ର ଏକ ବର୍ଷ ପୂର୍ତ୍ତି: ସମସ୍ତ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.