Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ, ୩ ଗିରଫ, ୧୨ ଟି ବାଇକ ଜବତ
ଆଞ୍ଚଳିକ

ବାଣପୁର: ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ, ୩ ଗିରଫ, ୧୨ ଟି ବାଇକ ଜବତ

May 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କଲା ପୋଲିସ। ୩ ଗିରଫ ହୋଇଥିବା ବେଳେ ଛତ୍ରଭଙ୍ଗ ଦେଲେ ବହୁ ଜୁଆଡ଼ି। ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏହି ଜୁଆ ଖେଳ ଚାଲିଥିଲା।

ଆଜି ସଂନ୍ଧ୍ୟାରେ କୋଳଥଡିହ ଗ୍ରାମ ପଡିଆରେ ଜୁଆ ଆଡ୍ଡା ଚାଲିଥିବାର ଖବର ପାଇଥିଲେ ଆଇଆଇସି ଜୟପ୍ରକାଶ ପରିଡ଼ା। ସଙ୍ଗେସଙ୍ଗେ ଆଇଆଇସିଙ୍କ ନିର୍ଦ୍ଦେଶକ୍ରମେ ଏକ ଟିମ ତୁରନ୍ତ ଉକ୍ତ ସ୍ଥାନରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ତିନି ଜୁଆଡ଼ି ଗିରଫ ହୋଇଥିବା ବେଳେ ୧୨ ଗୋଟି ବାଇକ ଜବତ କରିଛି ପୋଲିସ।

ତେବେ ଅନ୍ୟ ଜୁଆଡ଼ି ମାନେ ଗିରଫ ଭୟରେ ଘଟଣାସ୍ଥଳରୁ ଫେରାର ହେବାରେ ସକ୍ଷମ ହୋଇଥିଲେ। ଗିରଫ ତିନି ଅଭିଯୁକ୍ତଙ୍କ ଠାରୁ ନକଦ ୧୮୮୦ ଟଙ୍କା ଜବତ କରିଛି ପୋଲିସ।  ଅଭିଯୁକ୍ତଙ୍କ ବିରୁଦ୍ଧରେ ବାଣପୁର ପୋଲିସ ୩ ଓପିଜି ଧାରା ଅନୁଯାୟୀ କେସ ନମ୍ବର ୧୮୮/୨୩ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବାର ଆଇଆଇସି ଶ୍ରୀ ପରିଡ଼ା ସୂଚନା ଦେଇଛନ୍ତି।

ଅତର୍କିତ ଚଢାଉ ଜୁଆ ଆଡ୍ଡା ବାଇକ ଜବତ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ପାଇକ ବିଦ୍ରୋହ: ଓଡ଼ିଆ ଅସ୍ମିତାର ଏକ ଅନନ୍ୟ ଅଗ୍ନିଶିଖା

June 1, 2026

ବାଣପୁର: ଅଗ୍ନିକାଣ୍ଡ କ୍ଷତିଗସ୍ତ ପରିବାରଙ୍କୁ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.