Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ, ଯୋଗଦେବେ ତିନି କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ଆଜି ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ, ଯୋଗଦେବେ ତିନି କେନ୍ଦ୍ରମନ୍ତ୍ରୀ

May 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
BJP121
ଆଜି ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ, ଯୋଗଦେବେ ତିନି କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗକୁ ନେଇ ଆଜି ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱରସ୍ଥିତ ହୋଟେଲ ନ୍ୟୁ ମ୍ୟାରିୟନଠାରେ ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ସଭାପତିତ୍ୱରେ ଏହି ବୈଠକ ଅନୁଷ୍ଠିତ ହେବ।

ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ତିନି କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶର ଟୁଡୁ, କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଶ୍ରୀମତୀ ଡି.ପୁରନେ୍ଦଶ୍ୱରୀଙ୍କ ସମେତ ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ଯୋଗ ଦେବେ।

କେନ୍ଦ୍ରରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତି ଏବଂ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତାକୁ ନେଇ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଆଲୋଚନା ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ରାଜ୍ୟ କାର୍ଯ୍ୟକାରିଣୀ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ରାଜ୍ୟ ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026
Latest News

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026

ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା ଅଭିଯୋଗ: ସ୍ୱାମୀ ଓ ଶ୍ୱଶୁର ଘର ଲୋକଙ୍କ ବିରୋଧରେ ମାମଲା ରୁଜୁ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.