Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଆଙ୍କୁଲି ଓଭରବ୍ରିଜ୍ ଉପରେ ବଡ଼ ଧରଣର ଲୁଟ୍: ବୃଦ୍ଧଙ୍କ ଠାରୁ ୪ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଅପରାଧ

ଆଙ୍କୁଲି ଓଭରବ୍ରିଜ୍ ଉପରେ ବଡ଼ ଧରଣର ଲୁଟ୍: ବୃଦ୍ଧଙ୍କ ଠାରୁ ୪ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

May 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦାଦା ବଟି ନଦେବାରୁ ଠିକାଦାରଙ୍କୁ ଆକ୍ରମଣ ଅଭିଯୋଗ
ଦାଦା ବଟି ନଦେବାରୁ ଠିକାଦାରଙ୍କୁ ଆକ୍ରମଣ ଅଭିଯୋଗ

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବୈଦ୍ୟନାଥ ପୁର ଥାନା ଅନ୍ତର୍ଗତ ଆଙ୍କୁଲି ଓଭରବ୍ରିଜ୍ ଉପରେ ଏକ ବଡ଼ ଧରଣର ଲୁଟ୍ ହୋଇଛି।

ଘଟଣାରୁ ପ୍ରକାଶ ଯେ, ଗଞ୍ଜୁ ଆରୁଆପଲୀ ଗ୍ରାମର ପ୍ରଭାକର ପଣ୍ଡା ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ସହ ଆମ୍ବପୁଆ ଷ୍ଟେଟ ବ୍ୟାଙ୍କରୁ ନଗଦ ୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଧରି ନିଜ ଘରକୁ ଫେରୁଥିଲେ। ସେତେବେଳେ ହଠାତ୍ ଦୁଇ ଜଣ ଯୁବକ ଏକ ମୋଟରସାଇକେଲରେ ଆସି ସ୍ତ୍ରୀଙ୍କ ହାତରେ ଥିବା ଭେନିଟ୍ ବ୍ୟାଗ୍ ଝାମ୍ପି ଚମ୍ପଟ ମାରିଥିଲେ। ଯାହା ଫଳରେ ଉକ୍ତ ଭେନିଟ୍ ବ୍ୟାଗ୍ ରେ ନଗଦ ୪ ଲକ୍ଷ ୫୦ ହଜାର ଟଙ୍କା ଚୋରୀ ହୋଇଯାଇଥିଲା। ଏନେଇ ଲୁଟ୍ ର ଶୀକାର ବୃଦ୍ଧ ବ୍ୟକ୍ତି ଜଣକ ଥାନାରେ ଅଭିଯୋଗ କରିଛନ୍ତି।

ଅଭିଯୋଗ ଗ୍ରହଣ କରି ବୈଦ୍ୟନାଥ ପୁର ଥାନା ପୋଲିସ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ପହଞ୍ଚି ନିକଟରେ ଥିବା ବିଭିନ୍ନ ସି ସି କ୍ୟାମେରା ଫୁଟେଜକୁ ଆଧାର କରି ତଦନ୍ତ ଆରମ୍ଭ କରିଛି।

ବୈଦ୍ୟନାଥ ପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.