Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁନିୟର ବିଶ୍ୱକପରେ ପ୍ରଦର୍ଶନ ପାଇଁ ଭାରତୀୟ ଶୁଟରମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଜୁନିୟର ବିଶ୍ୱକପରେ ପ୍ରଦର୍ଶନ ପାଇଁ ଭାରତୀୟ ଶୁଟରମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଆଇଏସଏସଏଫ ଜୁନିୟର ବିଶ୍ୱକପ ୨୦୨୩ରେ ଭାରତୀୟ ଶୁଟରମାନଙ୍କୁ ସେମାନଙ୍କ ପ୍ରଦର୍ଶନ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଭାରତ ସର୍ବାଧିକ ୧୫ଟି ପଦକ ହାସଲ କରି ପଦକ ଟେବଲର ଶୀର୍ଷରେ ରହିଥିଲା।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଆମ ଶୁଟରମାନେ ଆମକୁ ଗୌରବାନ୍ୱିତ କରି ଚାଲିଛନ୍ତି! ଆଇଏସଏସଏଫ ଜୁନିୟର ବିଶ୍ୱକପ ୨୦୨୩ରେ ଭାରତର ଉଲ୍ଲେଖନୀୟ ପ୍ରଦର୍ଶନ କରି ୧୫ଟି ପଦକ ହାସଲ କରି ପଦକ ଟେବଲର ଶୀର୍ଷରେ ରହିଥିଲା। ପ୍ରତିଟି ବିଜୟ ଆମ ଯୁବ କ୍ରୀଡାବିତମାନଙ୍କ ଆଗ୍ରହ, ନିଷ୍ଠା ଓ ଖେଳ ଭାବନାର ପ୍ରମାଣ। ସେମାନଙ୍କୁ ଶୁଭେଚ୍ଛା।”

ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜ୍‌ ପ୍ରଣାଳୀ ପାର୍‌ ହେଲା ୪ଟି ସାର ବୋଝେଇ ଜାହାଜ

June 23, 2026

ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଶ୍ରୁତି ନାଟକ ଉତ୍ସବ ଆୟୋଜିତ

June 23, 2026

କବିସୂର୍ଯ୍ୟନଗର ଥାନା ପୋଲିସର ବଡ଼ ସଫଳତା: ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ, ୭ ଗିରଫ

June 23, 2026

ଷଷ୍ଠ ସାଂସଦ ଚିକିତ୍ସା ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ସାଂସଦ ଅପରାଜିତା ଷଡଙ୍ଗୀ

June 23, 2026
Latest News

ହର୍ମୁଜ୍‌ ପ୍ରଣାଳୀ ପାର୍‌ ହେଲା ୪ଟି ସାର ବୋଝେଇ ଜାହାଜ

June 23, 2026

ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଶ୍ରୁତି ନାଟକ ଉତ୍ସବ ଆୟୋଜିତ

June 23, 2026

କବିସୂର୍ଯ୍ୟନଗର ଥାନା ପୋଲିସର ବଡ଼ ସଫଳତା: ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ, ୭ ଗିରଫ

June 23, 2026

ଷଷ୍ଠ ସାଂସଦ ଚିକିତ୍ସା ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ସାଂସଦ ଅପରାଜିତା ଷଡଙ୍ଗୀ

June 23, 2026

SHVR ୨୦୨୫-୨୬ ରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ମାନ୍ୟତା

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.