Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅମିତ ସାହାଙ୍କ ଓଡିଶା ଗସ୍ତ ପୁଣି ଥରେ ବାତିଲ, ଚତୁର୍ଥ ଥର ପାଇଁ ହେଲା ସ୍ଥଗିତ
ଆଜିର ଖବର

ଅମିତ ସାହାଙ୍କ ଓଡିଶା ଗସ୍ତ ପୁଣି ଥରେ ବାତିଲ, ଚତୁର୍ଥ ଥର ପାଇଁ ହେଲା ସ୍ଥଗିତ

June 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
BJP1
ଅମିତ ସାହାଙ୍କ ଓଡିଶା ଗସ୍ତ ପୁଣି ଥରେ ବାତିଲ, ଚତୁର୍ଥ ଥର ପାଇଁ ହେଲା ସ୍ଥଗିତ

ଭୁବନେଶ୍ୱର: ପୁଣିଥରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ଓଡିଶା ଗସ୍ତ ବାତିଲ କରାଯାଇଛି। ଏହି ସୂଚନା ଓଡିଶା ବିଜେପି ତରଫରୁ ଦିଆଯାଇଛି। କାରଣରେ କୁହାଯାଇଛି ଯେ, ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବିପର୍ଯ୍ୟୟ’ ଗୁଜୁରାଟ ଉପକୁଳବର୍ତ୍ତି ସ୍ଥଳଭାଗ ଛୁଇଁବ। ସେଥିପାଇଁ ଅମିତ ଶାହା ଆସିପାରିବେ ନାହିଁ।

ଶାହାଙ୍କ ଆସନ୍ତା ୧୭ ତାରିଖରେ ଓଡିଶା ଗସ୍ତ କାର୍ଯ୍ୟକ୍ରମ ଥିଲା। ସେ ଢେଙ୍କାନାଳ ଯାଇ ସେଠାରେ ମହାଜନସଂପର୍କ ଯାତ୍ରାର ଶୁଭାରମ୍ଭ କରିଥାଆନ୍ତେ। ଏ ନେଇ ବିଜେପି ତରଫରୁ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦିଆଯାଇଥିଲା। ହେଲେ ତାହା ହୋଇପାରିଲା ନାହିଁ। ତେବେ କେବଳ ଏହି ଗୋଟିଏ ଥର ନୁହେଁ ପୂର୍ବରୁ ମଧ୍ୟ ତାଙ୍କ ଗସ୍ତ ଚାରିଥର ବାତିଲ କରାଯାଇଛି। ସେହି ଢେଙ୍କାନାଳକୁ ଆସିବେ ବୋଲି ଧର୍ମେନ୍ଦ୍ରଙ୍କ କ୍ୟାମ୍ପ ତରଫରୁ ବାରମ୍ବାର ସୂଚନା ଦିଆଯାଇଥିଲା। ହେଲେ ପରବର୍ତ୍ତି ସମୟରେ ତାହା ବାତିଲ ହୋଇଯାଉଥିଲା।

ଅମିତ ଶାହା
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.