Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କାନାଡାରେ ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂଙ୍କୁ ହତ୍ୟା: ମୋଷ୍ଟ ୱାଣ୍ଟେଡ ତାଲିକାରେ ଥିଲେ ସାମିଲ
ଜାତୀୟ ଖବର

କାନାଡାରେ ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂଙ୍କୁ ହତ୍ୟା: ମୋଷ୍ଟ ୱାଣ୍ଟେଡ ତାଲିକାରେ ଥିଲେ ସାମିଲ

June 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କାନାଡାରେ ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜରଙ୍କୁ ହତ୍ୟା କରାଯାଇଛି। କୁହାଯାଇଛି ଯେ, ଗୁରୁଦ୍ୱାର ବାହାରେ ତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ଟାର୍ଗେଟ ଗୁଳିରେ ଖାଲିସ୍ତାନୀ ସମର୍ଥକ ହରଦୀପ ସିଂଙ୍କୁ ଅନେକ ରାଉଣ୍ଡ ଗୁଳି କରାଯାଇଥିଲା, ଯାହା ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଭାରତୀୟ ଏଜେନ୍ସିଗୁଡିକର ମୋଷ୍ଟ ୱାଣ୍ଟେଡ ତାଲିକାରେ ହରଦୀପ ସିଂ ନିଜ୍ଜର ଅନ୍ତର୍ଭୁକ୍ତ ହୋଇଥିଲେ। ଭାରତରେ ହିଂସା ଏବଂ ଅପରାଧର ଅନେକ ମାମଲାରେ ତାଙ୍କ ନାମ ଆସିଥିଲା, ଯାହା ପରେ ତାଙ୍କୁ ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀଙ୍କ ତାଲିକାରେ ରଖାଯାଇଥିଲା।

ଭାରତ ସରକାରଙ୍କ ନିକଟରେ ପ୍ରକାଶିତ ତାଲିକାରେ ହରଦୀପ ସିଂ ନିଜ୍ଜରଙ୍କ ନାମ ମଧ୍ୟ ଅନ୍ତର୍ଭୁକ୍ତ ହୋଇଥିଲା ଯେଉଁଥିରେ ଅନ୍ୟ ୪୦ ଆତଙ୍କବାଦୀଙ୍କ ନାମ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଥିଲା। ଗତ ବର୍ଷ ପଞ୍ଜାବର ଜଲନ୍ଧରଠାରେ ହିନ୍ଦୁ ପୁରୋହିତଙ୍କ ହତ୍ୟା ଷଡଯନ୍ତ୍ରରେ ହରଦୀପ ସିଂ ନିଜ୍ଜରଙ୍କ ଉପରେ ଅଭିଯୋଗ ହୋଇଛି। ଏହି ହତ୍ୟାକାଣ୍ଡ ପରେ ତାଙ୍କ ଉପରେ ୧୦ ଲକ୍ଷ ଟଙ୍କା ପୁରସ୍କାର ମଧ୍ୟ ଘୋଷଣା କରାଯାଇଥିଲା। ଖାଲିସ୍ତାନ ଟାଇଗର ଫୋର୍ସ (କେଟିଏଫ) ଏହି ପୁରା ହତ୍ୟାକାଣ୍ଡ କରିଥିଲା। ହରଦୀପ ସିଂ ନିଜ୍ଜର ଏହି ସଂଗଠନର ମୁଖ୍ୟ ଥିଲେ।

କାନାଡା ଖାଲିସ୍ତାନୀ ଆତଙ୍କବାଦୀ ମୋଷ୍ଟ ୱାଣ୍ଟେଡ ହରଦୀପ ସିଂ ନିଜ୍ଜର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026
Latest News

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.