Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ: କୟଥପଲ୍ଲା ସ୍ଥିତ ଫାଲକନ ଫିଡ଼ସରେ ଜଣେ କାର୍ଯ୍ୟରତ ଶ୍ରମିକଙ୍କ ଆତ୍ମହତ୍ୟା
ଆଞ୍ଚଳିକ

ଟାଙ୍ଗୀ: କୟଥପଲ୍ଲା ସ୍ଥିତ ଫାଲକନ ଫିଡ଼ସରେ ଜଣେ କାର୍ଯ୍ୟରତ ଶ୍ରମିକଙ୍କ ଆତ୍ମହତ୍ୟା

June 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା କୟଥପଲ୍ଲା ସ୍ଥିତ ଫାଲକନ ଫିଡ଼ସରେ ଜଣେ କାର୍ଯ୍ୟରତ ଶ୍ରମିକ ଆତ୍ମହତ୍ୟା କରିଥିବାର ଖବର ହସ୍ତଗତ ହୋଇଛି। ଶ୍ରମିକଙ୍କ ନାମ ଅନିରୁଦ୍ଧ ସ୍ୱାଇଁ (୩୩)। ମୃତକଙ୍କ ଘର ଜଗତସିଂହପୁର ବୋଲି ଜଣାପଡିଛି।

ତେବେ କୌଣସି କାରଣରୁ ଗତକାଲି ରାତିରେ ଅନିରୁଦ୍ଧ ତାଙ୍କ କୋଠରୀ ଝରକାରେ ଦଉଡି ଲଗାଇ ଆତ୍ମହତ୍ୟା କରିଥିବାର ସନ୍ଦେହ ହେଉଛି। ତେବେ ଖବର ପାଇ ଟାଙ୍ଗୀ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିବାବେଳେ ଅଦ୍ୟାବଧି ମୃତକଙ୍କ ପରିବାର ପକ୍ଷରୁ ଏ ନେଇ କୌଣସି ଅଭିଯୋଗ ହୋଇନଥିବାର ଟାଙ୍ଗୀ ଆଇଆଇସି ଦିଗବିଜୟ ବିଶ୍ୱାଳ କହିଛନ୍ତି।

ଆତ୍ମହତ୍ୟା ଟାଙ୍ଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ପଥପ୍ରାନ୍ତ ନାଟକ

October 2, 2026

ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

October 2, 2026
Latest News

କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ: ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନକୁ ଚଟାଇଲା ଧୁଳି

October 3, 2026

ଏସୀୟ କ୍ରୀଡାରେ ଆଉ ଏକ ବଡ ସଫଳତା: ଗଲ୍ଫରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ପ୍ରଣବୀ

October 3, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026

TiECon Bhubaneswar: ଅକ୍ଟୋବର ୩୦ରୁ ଅନୁଷ୍ଠିତ ହେବ ଉଦ୍ୟୋଗପତି ସମ୍ମିଳନୀ ‘ଟାଇକନ ଭୁବନେଶ୍ୱର ୨୦୨୬’

October 3, 2026

ନିଖୋଜ ଛାତ୍ରର ମୃତଦେହ ଉଦ୍ଧାର

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.