Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ ଆହାର ସୋସାଇଟିକୁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ରାଜ୍ୟ ଆହାର ସୋସାଇଟିକୁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

June 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen

ଭୁବନେଶ୍ଵର: ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ ଯେ ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର କାର୍ଯ୍ୟକ୍ରମ ପାଇଁ ୨୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଏକ ଅତ୍ୟନ୍ତ ଲୋକପ୍ରିୟ କାର୍ଯ୍ୟକ୍ରମ। ସହର ମାନଙ୍କରେ ହସ୍‌ପିଟାଲ, ବସଷ୍ଟାଣ୍ଡ ଏବଂ ଅନ୍ୟାନ୍ୟ ଗହଳି ସ୍ଥାନରେ ଜରୁରୀ କାର୍ଯ୍ୟ ପାଇଁ ଯାଇଥିବା ଗରିବ ଲୋକମାନେ ଏହାଦ୍ବାରା ମାତ୍ର ୫ ଟଙ୍କାରେ ସୁଷମ ଓ ସ୍ଵାସ୍ଥ୍ୟପ୍ରଦ ଆହାର ପାଇପାରୁଛନ୍ତି।

ଆହାର କେନ୍ଦ୍ର ମୁଖ୍ୟମନ୍ତ୍ରୀ ନବୀନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନୀ ହିଂସା: ଆମିଷ ଭୋଜି ବାରଣକୁ କେନ୍ଦ୍ର କରି ଗଣ୍ଡଗୋଳ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026

ସୁନାବେଶରେ ଦର୍ଶନ ଦେଉଛନ୍ତି ମା’ ମଝିଘରିଆଣୀ

October 11, 2026

ଶସ୍ତା ହେବ କି ଡିଜେଲ?: ଅନ୍ତର୍ଜାତୀୟ ବଜାରରେ ହଇଚଇ ସୃଷ୍ଟି ରୁଷର ନୂତନ ନିଷ୍ପତ୍ତି

October 11, 2026
Latest News

ଆଜି ଅକ୍ଟୋବର ୧୨ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଖରାପ ଖବର

October 12, 2026

ମୋଦୀଙ୍କ ମଞ୍ଚରେ ବିଜୟଙ୍କ ପୋଷ୍ଟର, ‘ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ୨୦୨୯’ ସ୍ଲୋଗାନକୁ ନେଇ ଚର୍ଚ୍ଚା

October 12, 2026

ରାହୁଲ-ଖାର୍ଗେଙ୍କୁ CJIଙ୍କ ଝଟକା! ‘ଭୋଟ ଚୋରି’ ଅଭିଯୋଗ ଶୁଣିବାକୁ କାହିଁକି ମନା କଲେ ଜଷ୍ଟିସ ସୂର୍ଯ୍ୟକାନ୍ତ?

October 12, 2026

ଦଶାହ ଭୋଜି ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ଅନାଥ ହେଲେ ଦୁଇ ଶିଶୁ

October 11, 2026

ଛାତ୍ର ସଂସଦ ନିର୍ବାଚନୀ ହିଂସା: ଆମିଷ ଭୋଜି ବାରଣକୁ କେନ୍ଦ୍ର କରି ଗଣ୍ଡଗୋଳ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.