Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜନ୍ମମାଟି ଢେଙ୍କାନାଳରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର
ଆଜିର ଖବର

ଜନ୍ମମାଟି ଢେଙ୍କାନାଳରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର

June 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
kalpana dash dead body
kalpana dash dead body

ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀର ତାଙ୍କ ଜନ୍ମମାଟି ଢେଙ୍କାନାଳରେ ପହଁଚିଛି। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଶେଷଦର୍ଶନ ପରେ କଳ୍ପନାଙ୍କ ମରଶରୀରକୁ ତାଙ୍କ ଜନ୍ମମାଟି ଢେଙ୍କାନାଳ କାଞ୍ଚନବଜାର କୁମ୍ଭାର ସାହିକୁ ନିଆଯାଇଥିଲା। ଏଠାରେ ଶେଷ ଦର୍ଶନ ପରେ ଅନ୍ତିମ ସଂସ୍କାର ପାଇଁ କଳ୍ପନାଙ୍କ ମରଶରୀର ସ୍ୱର୍ଗଦ୍ୱାରକୁ ନିଆଯିବ। ଗତ ଶୁକ୍ରବାରକାଲି ଏଭେରେଷ୍ଟରୁ ପର୍ବତ ଆରୋହଣକାରୀ କଳ୍ପନା ଦାଶଙ୍କ ମୃତଦେହ ଉଦ୍ଧାର କରାଯାଇ ବେସ କ୍ୟାମ୍ପକୁ ଅଣାଯାଇଥିଲା। ସେଠାରୁ କଳ୍ପନାଙ୍କ ମୃତଦେହ ହେଲିକେପ୍ଟର ଯୋଗେ ଲୁକଲା ପଠାଯାଇ ସରକାରୀ ବିଧି ପରେ ଆଜି କାଠମାଣ୍ଡୁରୁ ଓଡିଶା ଅଣାଯାଇଛି। କଳ୍ପନାଙ୍କ ମୃତଦେହ ଆଣିବା ପାଇଁ ଓଡିଶାରୁ ୩ଜଣିଆ ଟିମ୍ ପଠାଯାଇଥିଲା। ଏନେଇ ରାଜ୍ୟ କ୍ରୀଡା ବିଭାଗ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଓଡିଶାର ଏକମାତ୍ର ପର୍ବତ ଆରୋହଣକାରୀ କଳ୍ପନା ଦାଶଙ୍କ ଗୁରୁବାର ଦିନ ପରଲୋକ ଘଟିଥିଲା। ୫୨ ବର୍ଷ ବୟସରେ ସେ ଏଭରେଷ୍ଟରୁ ଓହ୍ଲାଇବା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା। ଢେଙ୍କାନାଳର କାଞ୍ଚନ ବଜାରର କୁମ୍ପାର ସାହିରେ ସେ ଜନ୍ମ ଗ୍ରହଣ କରିଥିଲେ। ସେ ପେଶାରେ ଜଣେ ଓକିଲ ମଧ୍ୟ ଥିଲେ। ସେ ୨୦୦୮ ମେ ୨୧ରେ ଏଭରେଷ୍ଟ ଆରୋହଣ କରିବାକୁ ସଫଳ ହୋଇଥିଲେ। ଏହା ପୂର୍ବରୁ ୨୦୦୪ ଏବଂ ୨୦୦୬ରେ ଚେଷ୍ଟା କରିଥିଲେ କିନ୍ତୁ ପ୍ରତିକୂଳ ପାଗ ଏବଂ ଖରାପ ସ୍ୱାସ୍ଥ୍ୟବସ୍ଥା କାରଣରୁ ସେ ବିଫଳ ହୋଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026
Latest News

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.