Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଶ୍ରୀମନ୍ଦିରକୁ ବାହୁଡିବେ ତିନିଠାକୁର, ଦିନ ୧୨ଟାରେ ପହଣ୍ଡି ବିଜେ
ବିଶେଷ ଖବର

ଶ୍ରୀମନ୍ଦିରକୁ ବାହୁଡିବେ ତିନିଠାକୁର, ଦିନ ୧୨ଟାରେ ପହଣ୍ଡି ବିଜେ

June 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶ୍ରୀମନ୍ଦିରକୁ ବାହୁଡିବେ ତିନିଠାକୁର, ଦିନ ୧୨ଟାରେ ପହଣ୍ଡି ବିଜେ

ପୁରୀ: ଆସନ୍ତ।କାଲି ବୁଧବ।ରରେ ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହୁଡିବେ ତିନିଠାକୁର। ସେଥିପ।ଇଁ ପ୍ରଶାସନ ତରଫରୁ ସମସ୍ତ ବନ୍ଦୋବସ୍ତ କରାଯାଇଛି। ନଅ ଦିନର ଯାତ୍ରା ଶେଷ କରି ପ୍ରଭୃ ରତ୍ନବେଦୀରେ ଦର୍ଶନ ଦେବେ। ଗୁଣ୍ଡିଚା ମନ୍ଦିରରୁ ତିନି ରଥକୁ ଟାଣିବା ପ।ଇଁ ପୁରୀରେ ଜନସମାଗମ ଆରମ୍ଭ ହୋଇଗଲାଣି।

ମନ୍ଦିର ପ୍ରଶାସନ ନିଷ୍ପତି ଅନୁସାରେ ଆସନ୍ତାକ।ଲି ଦିନ ୧୨ଟାରେ ବେଳେ ପହଣ୍ଡି ଆରମ୍ଭ ହେବ। ପ୍ରଥମେ ବଡଠ।କୁର, ପରେ ମା ସୁଭଦ୍ରା ଏବଂ ଶେଷରେ ଶ୍ରୀଜଗନ୍ନାଥ ପହଣ୍ଡିରେ ଆସି ରଥାଋଢ ହେବେ। ଏହି କାର୍ଯ୍ୟ ୨ଟ। ୩୦ ମଧ୍ୟରେ ସମାପନ କରାଯିବ।

ସେହିପରି ଛେରା ପହଁରା ନୀତି ୨ଟ। ୩୦ରୁ ଆରମ୍ଭ ହୋଇ ୩ ଟ। ୩୦ ମଧ୍ୟରେ ଶେଷ ହେବ। ଅପରାହ୍ନ ୪ଟ। ବେଳକୁ ରଥଟଣା ଆରମ୍ଭ ହେବ ବୋଲି ଜଣାପଡିଛି।

bahuda RATHAJATRA rathyatra RathYatra2023 ବାହୁଡା ବାହୁଡା ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026

ସ୍ତ୍ରୀର ଅଶ୍ଳୀଳ ଫଟୋ ଭାଇରାଲ କରି ସ୍ଵାମୀ ଗିରଫ

May 14, 2026

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

May 14, 2026
Latest News

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.