Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏଏସ ସ୍ତରରେ ଛୋଟଧରଣର ଅଦଳବଦଳ: ସ୍କୁଲ ଓ ଗଣଶିକ୍ଷା ବିଭାଗ ଗଲେ ସଂଗ୍ରାମ ମହାପାତ୍ର
ଆଜିର ଖବର

ଆଇଏଏସ ସ୍ତରରେ ଛୋଟଧରଣର ଅଦଳବଦଳ: ସ୍କୁଲ ଓ ଗଣଶିକ୍ଷା ବିଭାଗ ଗଲେ ସଂଗ୍ରାମ ମହାପାତ୍ର

July 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରେ ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ଯାମିନୀ ଷଡଙ୍ଗୀଙ୍କୁ ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି। ଏହି ଦାୟିତ୍ଵରେ ଥିବା ସଂଗ୍ରାମ ମହାପାତ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଦାୟିତ୍ଵ ଦିଆଯାଇଛି।

ସେହିପରି ସମ୍ବଲପୁର ପୌର ନିଗମର କମିଶନର ଭାବେ ଶ୍ରୀବେଦଭୂଷଣ ନିଯୁକ୍ତି ପାଇଥିବା ବେଳେ ନୃସିଂହ ଚରଣ ସ୍ଵାଇଁଙ୍କୁ ବୌଦ୍ଧ ଜିଲ୍ଲାର ଜିଲ୍ଲାପାଳ ଭାବେ ଦାୟିତ୍ଵ ଦିଆଯାଇଛି।

ଆଇଏଏସ ସଂଗ୍ରାମ ମହାପାତ୍ର ସ୍କୁଲ ଓ ଗଣଶିକ୍ଷା ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ମହେଶ ଦୀକ୍ଷିତ ହେଲେ ଦେଶର ନୂଆ ଆଇବି ମୁଖ୍ୟ

June 26, 2026

ପୀତବାସ ପଣ୍ଡା ହତ୍ୟା ମାମଲା: ଫାଇନାଲ ଚାର୍ଜସିଟ ଦାଖଲ

June 26, 2026

ବଢିଲା ପାସପୋର୍ଟ ଫି

June 25, 2026

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026
Latest News

ମହେଶ ଦୀକ୍ଷିତ ହେଲେ ଦେଶର ନୂଆ ଆଇବି ମୁଖ୍ୟ

June 26, 2026

ପୀତବାସ ପଣ୍ଡା ହତ୍ୟା ମାମଲା: ଫାଇନାଲ ଚାର୍ଜସିଟ ଦାଖଲ

June 26, 2026

ବଢିଲା ପାସପୋର୍ଟ ଫି

June 25, 2026

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026

ମୋଦିଙ୍କ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ଅମିତ ଶାହା: ମନ୍ତ୍ରିପରିଷଦ ପୁନର୍ଗଠନ ନେଇ ଚର୍ଚ୍ଚା ତୀବ୍ର

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.