ଭୁବନେଶ୍ଵର: ଆଜି ପୁରୀ ଠାରୁ ଛାଡିବାକୁଥିବା ୧୮୪୭୭ ପୁରୀ-ଯୋଗ ନଗରୀ ଋଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ ବାତିଲ ରହିବ। ଋଷିକେଶ ଠାରୁ ପୁରୀ ପହଞ୍ଚିବାକୁ ଥିବା ସଂଯୋଗକାରୀ ଟ୍ରେନର ମାତ୍ରାଧିକ ବିଳମ୍ବ ଯୋଗୁଁ ଏବଂ ଟ୍ରେନ ଚଳାଚଳର ସମୟାନୁବର୍ତ୍ତିତା ପାଇଁ ଏହି ପଦକ୍ଷେପ ନିଆଯାଇଅଛି। କଳିଙ୍ଗ ଉତ୍କଳ ଏକ୍ସପ୍ରେସ ପୁରୀ ବାତିଲ
IPL Auction 2026: ୩୦.୫୦ କୋଟିରେ କ୍ୟାମେରନ୍ ଗ୍ରୀନ୍ ଙ୍କୁ କିଣିଲା KKR, ହେବେ ମହଙ୍ଗା ଖେଳାଳି!December 15, 2025