Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂସଦର ଆଗାମୀ ଅଧିବେଶନରେ ଆଗତ ହୋଇପାରେ ଡିଜିଟାଲ୍ ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ୍, ୨୦୧୩
ଆଜିର ଖବର

ସଂସଦର ଆଗାମୀ ଅଧିବେଶନରେ ଆଗତ ହୋଇପାରେ ଡିଜିଟାଲ୍ ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ୍, ୨୦୧୩

July 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତ ସରକାର ଡିସେମ୍ବର ୨୦୧୯ ରେ ସଂସଦରେ ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ୍, ୨୦୧୯ ପ୍ରଣୟନ କରିଥିଲେ। ସଂସଦର ମିଳିତ କମିଟିରେ ବିଚାର ପାଇଁ ଏହି ବିଲ୍ ପଠାଯାଇଥିଲା। ମିଳିତ କମିଟିର ପରାମର୍ଶ ପରେ ବାଚସ୍ପତିଙ୍କ ନିକଟରେ ଏକ ରିପୋର୍ଟ ଦାଖଲ କରିଥିଲା। ହିତାଧିକାରୀ ଏବଂ ବିଭିନ୍ନ ଏଜେନ୍ସିଙ୍କ ମତାମତକୁ ଦୃଷ୍ଟିରେ ରଖି ଅଗଷ୍ଟ ୨୦୨୨ ରେ ଏହି ବିଲ୍ କୁ ପ୍ରତ୍ୟାହାର କରାଯାଇଥିଲା।

ନଭେମ୍ବର ୧୮ ତାରିଖ ୨୦୨୨ ରେ ସରକାର ଡିଜିଟାଲ୍ ପର୍ସନାଲ ଡାଟା ପ୍ରୋଟେକସନ୍ ବିଲ୍ ନାମକ ଏକ ନୂତନ ଡ୍ରାଫ୍ଟ ବିଲ୍ ପ୍ରକାଶ କରିଥିଲେ ଏବଂ ଏହି ଡ୍ରାଫ୍ଟ ଉପରେ ଜନ ପରାମର୍ଶ ଆରମ୍ଭ କରିଥିଲେ। ଏହି ବିଷୟ ସମ୍ବନ୍ଧରେ ଏକ ବ୍ୟାପକ ଏବଂ ବିସ୍ତୃତ ପରାମର୍ଶ ଅନୁଷ୍ଠିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ନିମ୍ନଲିଖିତ ମୁଖ୍ୟାଂଶ ଗୁଡ଼ିକ ହେଉଛି:

– ଜନସାଧାରଣଙ୍କ ଠାରୁ, ୨୧,୬୬୬ ମନ୍ତବ୍ୟ ଗ୍ରହଣ କରାଯାଇଥିଲା।
– ୪୬ ଟି ଵୃତ୍ତଖଣ୍ଡ ସଂଗଠନ, ଇଣ୍ଡଷ୍ଟ୍ରି ସଂସ୍ଥା ସହିତ ଅନ୍ୟାନ ସଂଘ ଇତ୍ୟାଦିଙ୍କ ସହିତ ପରାମର୍ଶ କ୍ରମ ଅନୁଷ୍ଠିତ ହୋଇଥିଲା।
– ଭାରତ ସରକାରଙ୍କ ୩୮ ଟି ମନ୍ତ୍ରଣାଳୟ /ବିଭାଗରୁ ମଧ୍ୟ ମନ୍ତବ୍ୟ ଗ୍ରହଣ କରାଯାଇଥିଲା।

ପରାମର୍ଶ ଏବଂ ମନ୍ତବ୍ୟଗୁଡିକରେ ଉତ୍ପନ୍ନ ହୋଇଥିବା ପ୍ରସଙ୍ଗ ଗୁଡିକ ପୁଙ୍ଖାନୁପୁଙ୍ଖ ଅଧ୍ୟୟନ କରାଯାଇଥିଲା ଏବଂ ଡିଜିଟାଲ୍ ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ୍, ୨୦୨୩ର ଡ୍ରାଫ୍ଟ ଚୂଡାନ୍ତ ହୋଇଥିଲା।

ସଂସଦର ଆଗାମୀ ଅଧିବେଶନରେ ଏହି ବିଲ୍ ଆଗତ କରିବାକୁ ବର୍ତ୍ତମାନ ପ୍ରସ୍ତୁତ ରହିଛି।

ଭାରତ ସରକାର ମୌସୁମୀ ଅଧିବେଶନ ସଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.