Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପୋଲସରା ବ୍ଳକ ଛକରେ ଗୁଳିକାଣ୍ଡ, ବାପା ମୃତ, ଝିଅ ଆହତ
ଅପରାଧ

ପୋଲସରା ବ୍ଳକ ଛକରେ ଗୁଳିକାଣ୍ଡ, ବାପା ମୃତ, ଝିଅ ଆହତ

July 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ପୋଲସରା ବ୍ଳକ ଅଫିସ ଛକରେ ଗୁଳିକାଣ୍ଡ ଘଟି ଖଲ୍ଲିକୋଟ ଥାନା ଅନ୍ତର୍ଗତ କୁମୁଣ୍ଡ ଗ୍ରାମର ବିଜୟ ବେହେରାଙ୍କ ବିୟୋଗ ହୋଇଥିବା ବେଳେ ଝିଅ ଗାୟତ୍ରୀ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଘଟଣାରୁ ପ୍ରକାଶ ଯେ, ବାଲିପଦର ଫାଣ୍ଡି ଅନ୍ତର୍ଗତ ଝୋଲରୀ ଗ୍ରାମର ପ୍ରଶାନ୍ତ ବେହେରା ନିଜ ଶଳାର ଶ୍ଵଶୁର ବିଜୟଙ୍କୁ ଗୁଳି ଚଳାଇ ହତ୍ୟା କରିଥିବା ଜଣାପଡିଛି। କାରଣ ଅସ୍ପଷ୍ଟ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ମୃତ ଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଆହତଙ୍କୁ ଚିକିତ୍ସା ପାଇଁ ପଠାଇଛନ୍ତି।

ଖଲ୍ଲିକୋଟ ଥାନା ଗୁଳିକାଣ୍ଡ ପୋଲସରା ବ୍ଳକ ବାପା ମୃତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026
Latest News

ଭାରତୀୟ ରେଳବାଇ ପାଇଁ 2.93 ଲକ୍ଷ କୋଟିର ରେକର୍ଡ ପୁଞ୍ଜି ବ୍ୟୟବରାଦ

February 2, 2026

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.