Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଏମ- ମିତ୍ର ମେଗା ଟେକ୍ସଟାଇଲ ପାର୍କଗୁଡିକ ବହୁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ: ପ୍ରଧାନମନ୍ତ୍ରୀ
ଆଜିର ଖବର

ପିଏମ- ମିତ୍ର ମେଗା ଟେକ୍ସଟାଇଲ ପାର୍କଗୁଡିକ ବହୁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ: ପ୍ରଧାନମନ୍ତ୍ରୀ

July 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଗତ କିଛି ଦିନ ମଧ୍ୟରେ ମହାରାଷ୍ଟ୍ର ଓ ଗୁଜରାଟରେ ଦୁଇଟି ପିଏମ-ମିତ୍ର ମେଗା ଟେକ୍ସଟାଇଲ ପାର୍କ ଶିଳାନ୍ୟାସକୁ ପ୍ରଶଂସା କରିଛନ୍ତି।

ପ୍ରଧାନମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ, “ବିଗତ କିଛି ଦିନ ମଧ୍ୟରେ ଦୁଇଟି ପିଏମ-ମିତ୍ର ମେଗା ଟେକ୍ସଟାଇଲ ପାର୍କର ଶିଳାନ୍ୟାସ ହୋଇଛି। ଏହି ପାର୍କଗୁଡିକ ମହାରାଷ୍ଟ୍ରର ଅମରାବତୀ ଓ ଗୁଜରାଟର ନବସାରିରେ ନିର୍ମାଣ ହେବ। ଏଗୁଡିକ ଉତ୍ପାଦନ ବୃଦ୍ଧି କରିବ, ନବସୃଜନକୁ ପ୍ରୋତ୍ସାହିତ କରିବ ଓ ବହୁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ।”

ଅମରାବତୀ ଗୁଜରାଟ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.