Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମତ୍ସ୍ୟଜୀବୀଙ୍କ ପିଛା ଛାଡୁନି ବିପଦ: ଚିଲିକାରେ ବଜ୍ରଘାତ ଯୋଗୁଁ ଆଉ ଜଣେ ଧୀବରଙ୍କ ପ୍ରାଣହାନୀ
ଆଞ୍ଚଳିକ

ମତ୍ସ୍ୟଜୀବୀଙ୍କ ପିଛା ଛାଡୁନି ବିପଦ: ଚିଲିକାରେ ବଜ୍ରଘାତ ଯୋଗୁଁ ଆଉ ଜଣେ ଧୀବରଙ୍କ ପ୍ରାଣହାନୀ

August 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଚିଲିକାରେ ମତ୍ସ୍ୟଜୀବୀଙ୍କ ବିପଦ ପିଛା ଛାଡୁନି। ମାଛ ମାରୁଥିବା ବେଳେ ଚିଲିକାରେ ବଜ୍ରଘାତ ଯୋଗୁଁ ଜଣେ ଧୀବରଙ୍କ ମୃତ୍ୟୁ ହୋଇଛି। ସୌଭାଗ୍ୟବଶତଃ ନିକଟରେ ଥିବା ଆଉ ୪ ଜଣ ଧୀବର ସୁରକ୍ଷିତ ଅଛନ୍ତି। ମୃତକଙ୍କ ନାମ ମାଗା ବେହେରା (୫୨ ବର୍ଷ)। ଟାଙ୍ଗୀ ଥାନା ବାଲି ପାଟପୁର ବଡ ବାହାଣିଆ ସାହିରେ ତାଙ୍କ ଘର ବୋଲି ଜଣାପଡିଛି।

ଆଜି ଭୋରରୁ ମାଛ ମାରିବା ପାଇଁ ଡଙ୍ଗାରେ ଚିଲିକାକୁ ଯାଇଥିଲେ। ବାଲି ପାଟପୁର ନଇ ନିକଟରେ ମାଛ ଧରୁଥିବା ବେଳେ ଏହି ଅଘଟଣ ଘଟିଛି।

ପ୍ରକାଶ ଥାଉ କି ଗତକାଲି ମଧ୍ୟ ବଜ୍ରଘାତରେ ବାପ ପୁଅଙ୍କର ମୃତ୍ୟୁ ହୋଇଥିଲା। ବାଲୁଗାଁ ଏନଏସି ଶାନ୍ତିନଗର ବାସିନ୍ଦା ଧୀବର ବିଧାନ ବିଶ୍ୱାସ (୬୦) ଓ ପୁତ୍ର ଉତ୍ତମ ବିଶ୍ୱାସ (୩୦) ଚିଲିକାକୁ ମାଛ ଧରିବା ପାଇଁ ଯାଇଥିଲେ। ହେଲେ ସେହି ସମୟରେ ଭୟଙ୍କ ଉପରକୁ ବଜ୍ରାଘାତ ହୋଇଥିଲା, ଯାହାଫଳରେ ଘଟଣାସ୍ଥଳରେ ବାପ ପୁଅଙ୍କ ମୃତ୍ୟୁ ହୋଇଥିଲା।

ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026

ଆଜି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍: ବର୍ଷା ହେଲେ କାହାକୁ ମିଳିବ ଲାଭ ଏବଂ କିଏ ସହିବ କ୍ଷତି?

February 25, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇସ୍ରାଏଲରେ ଭବ୍ୟ ସ୍ୱାଗତ: ବିମାନବନ୍ଦରରେ ମିଳିଲା ଗାର୍ଡ ଅଫ୍ ଅନର

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.