Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶା ବିଜେପି ପାଇଁ ନୂଆ ଟିମ ଗଠନ କଲେ ରାଜ୍ୟ ସଭାପତି: ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ବଡ ଦାୟିତ୍ଵ
ବିଶେଷ ଖବର

ଓଡିଶା ବିଜେପି ପାଇଁ ନୂଆ ଟିମ ଗଠନ କଲେ ରାଜ୍ୟ ସଭାପତି: ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ବଡ ଦାୟିତ୍ଵ

August 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଭାରତୀୟ ଜନତା ପାର୍ଟି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଆଜି ରାଜ୍ୟ ପଦାଧିକାରୀ ଏବଂ ମୋର୍ଚ୍ଚା ସଭାପତିମାନଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ମନମୋହନ ସାମଲ ୩୫ ଜଣିଆ ତାଲିକା ଘୋଷଣା କରିଛନ୍ତି। ଏହି ତାଲିକାରେ ୧୦ଜଣ ଉପସଭାପତି ଓ ୫ଜଣ ସାଧାରଣ ସମ୍ପାଦକ ସାମିଲ ହୋଇଛନ୍ତି। ତେବେ ଉପସଭାପତି ଭାବେ ନାଉରୀ ନାୟକ, ଅପରାଜିତା ଷଡଙ୍ଗୀ, ରବି ନାଏକ, ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଗୋଲକ ମହାପାତ୍ର, କୁସୁମ ଟେଟେ, ଲେଖାଶ୍ରୀ ସାମନ୍ତସିଂହାର, ସୁକେଶି ଓରାମ, ବିରଞ୍ଚି ନାରାୟଣ ତ୍ରିପାଠୀଙ୍କୁ ସାମିଲ କରାଯାଇଛି।

Image

Image

ଅପରାଜିତା ଷଡଙ୍ଗୀ ଓଡିଶା ବିଜେପି ମନମୋହନ ସାମଲ ରାଜ୍ୟ ସଭାପତି
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ୯୯ କୋଟି ଟଙ୍କା ସୁଧ ପ୍ରଦାନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

October 6, 2026

‘ଏସ୍ଏମ୍ଇ ଗ୍ରୋଥ୍ ଫଣ୍ଡ’ ଗଠନ ପାଇଁ ୧୦,୦୦୦ କୋଟି ନିବେଶକୁ କ୍ୟାବିନେଟ୍‌ର ମଞ୍ଜୁରୀ

October 6, 2026

ସମନ୍ୱିତ ପରିବହନ ଓ ଲଜିଷ୍ଟିକ୍ସ ପ୍ରାଧିକରଣ ଗଠନକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

October 6, 2026

Rajnath Singh in Odisha: ସୁନାବେଡ଼ାରେ ମାନୁଫାକ୍ଚରିଙ୍ଗ୍ ଲାଇନ୍ ଉଦ୍‌ଘାଟନ କଲେ ପ୍ରତିରକ୍ଷା ମନ୍ତ୍ରୀ

October 6, 2026
Latest News

ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ୯୯ କୋଟି ଟଙ୍କା ସୁଧ ପ୍ରଦାନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

October 6, 2026

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026

ମୟୂରଭଞ୍ଜରେ ସିରିଜ୍ ବାଇକ୍ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ୬ ଜଣ ଗୁରୁତର

October 6, 2026

ଲୋକଙ୍କ ପାଖରେ ପହଂଚିବା ପାଇଁ ଦାୟିତ୍ୱବାନ ଏବଂ ତଥ୍ୟଭିତ୍ତିକ ସଞ୍ଚାର ଗୁରୁତ୍ୱପୂର୍ଣ୍ଣ: ଅଖିଳ କୁମାର ମିଶ୍ର

October 6, 2026

ଭୂସ୍ଖଳନ ଯୋଗୁଁ ଟ୍ରେନ୍ ସେବା ପ୍ରଭାବିତ: ବାତିଲ ହେଲା ଟ୍ରେନ

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.