Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସଡ଼କ ଦୁର୍ଘଟଣାରେ ଶିକ୍ଷକଙ୍କ ମୃତ୍ୟୁ
ଆଞ୍ଚଳିକ

ସଡ଼କ ଦୁର୍ଘଟଣାରେ ଶିକ୍ଷକଙ୍କ ମୃତ୍ୟୁ

August 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଗତକାଲି ସନ୍ଧ୍ୟାରେ ରଣପୁର ନିକଟସ୍ଥ ନରସିଂହପୁର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏହି ସଡ଼କ ଦୁର୍ଘଟଣାରେ ଅମରେନ୍ଦ୍ର ସାମନ୍ତରାୟଙ୍କ ମୃତ୍ୟୁ ଘଟି ଥିବା ଜଣା ପଡିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିଲା। ସେ ଖୋର୍ଦ୍ଧା ଜିଲ୍ଲା ନିଧିପୁର ଯେଗେଶ୍ବରୀ ବିଦ୍ୟାପୀଠର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଥିଲେ।

ମୃତ ଶିକ୍ଷକଙ୍କ ଘର ନୟାଗଡ ଜିଲ୍ଲା ରଣପୁର ବ୍ଲକ ତାରିଆ ଗ୍ରାମ ବୋଲି ଜଣା ପଡିଛି। ସେ ଏକାଧାରରେ ମେଳାପୀ, ମିଷ୍ଟଭାଷୀ, ପରୋପକାରୀ ଥିଲେ ବୋଲି ଗ୍ରାମବାସୀ କହିଛନ୍ତି।  ସେ ରଣପୁର ଅଞ୍ଚଳରେ ବେଶ ପରିଚିତ ଥିଲେ। ତାଙ୍କ ମୃତ୍ୟୁ ଖବର ଶୁଣି ତରିଆ ଗ୍ରାମ ସମେତ ସମଗ୍ର ରଣପୁର ଅଂଚଳରେ ଶୋକର ଛାୟା ଖେଳି ଯାଇଛି।

ଶିକ୍ଷକଙ୍କ ମୃତ୍ୟୁ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026

ବନ୍ୟା ପ୍ରଭାବିତଙ୍କ ପାଇଁ ଦଶହରା ପୂର୍ବରୁ ସରିବ କ୍ଷତିପୂରଣ ବଣ୍ଟନ : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

October 1, 2026

ସରକାର ଧାର୍ଯ୍ୟ କରନ୍ତୁ ଦୀପାବଳୀରେ ବାଣ ଫୁଟାଇବା ନିର୍ଦ୍ଦିଷ୍ଟ ସମୟ : ସୁପ୍ରିମକୋର୍ଟ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.