Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜି ଜାତୀୟ ହ୍ୟାଣ୍ଡଲୁମ୍ ଦିବସ ଉତ୍ସବରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ଆଜି ଜାତୀୟ ହ୍ୟାଣ୍ଡଲୁମ୍ ଦିବସ ଉତ୍ସବରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ

August 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ 7 ତାରିଖରେ ମଧ୍ୟାହ୍ନ 12 ଟା ସମୟରେ ଦିଲ୍ଲୀର ପ୍ରଗତି ମୈଦାନରେ ଭାରତ ମଣ୍ଡପମ ଠାରେ ଜାତୀୟ ହସ୍ତତନ୍ତ ଦିବସ ଉତ୍ସବରେ ଅଂଶଗ୍ରହଣ କରିବେ।

ପ୍ରଧାନମନ୍ତ୍ରୀ ସର୍ବଦା କାରିଗର ଏବଂ କଳାକାରମାନଙ୍କୁ ଉତ୍ସାହିତ ଏବଂ ନୀତିଗତ ସମର୍ଥନ ପ୍ରଦାନ କରିବାରେ ଏକ ଦୃଢ଼ ପ୍ରୋତ୍ସାହକ ରହିଆସିଛନ୍ତି, ଯେଉଁମାନେ ଦେଶର ସମୃଦ୍ଧ ପରମ୍ପରା ତଥା କଳା ଏବଂ କାରିଗରୀରେ ବଞ୍ଚାଇ ରଖିଛନ୍ତି। ଏହି ଲକ୍ଷ୍ୟର ମାର୍ଗଦର୍ଶନ କରି ସରକାର ଜାତୀୟ ହସ୍ତତନ୍ତ ଦିବସ ପାଳନ କରିବା ଆରମ୍ଭ କରିଥିଲେ, ଯାହା ପ୍ରଥମେ ଅଗଷ୍ଟ 7, 2015 ରେ ଅନୁଷ୍ଠିତ ହୋଇଥିଲା। ଏହି ତାରିଖଟି ସ୍ବଦେଶୀ ଆନ୍ଦୋଳନର ଏକ ବିଶେଷ ରୂପେ ମନୋନୀତ ହୋଇଥିଲା ଯାହା 7 ଅଗଷ୍ଟ 1905 ରେ ଆରମ୍ଭ ହୋଇଥିଲା ଏବଂ ଏହାଦ୍ବାରା ସ୍ୱଦେଶୀ ଶିଳ୍ପ ଏବଂ ବିଶେଷ ଭାବରେ ହସ୍ତତନ୍ତ ବୁଣାକାରମାନେ ଉତ୍ସାହିତ ହୋଇଥିଲେ।

ଚଳିତ ବର୍ଷ 9ମ ଜାତୀୟ ହସ୍ତତନ୍ତ ଦିବସ ପାଳନ କରାଯାଉଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ “ଭାରତୀୟ ବସ୍ତ୍ର ଏବଂ ଶିଳ୍ପକୋଷ” ର ଇ-ପୋର୍ଟାଲ ମଧ୍ୟ ଉନ୍ମୋଚନ କରିବେ ଯାହାକି ଟେକ୍ସଟାଇଲ୍ ଓ କାରିଗରିର ଏକ ଭଣ୍ଡାର। ଏହାକୁ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଫ୍ୟାଶନ୍ ଟେକ୍ନୋଲୋଜି (ଏନଆଇଏଫଟି) ଦ୍ୱାରା ବିକଶିତ କରାଯାଇଛି।

ଏହି କାର୍ଯ୍ୟକ୍ରମରେ 3000 ରୁ ଅଧିକ ହ୍ୟାଣ୍ଡଲୁମ୍ ଏବଂ ଖଦି ବୁଣାକାର, କାରିଗର ଏବଂ ବୟନଶିଳ୍ପ ଏବଂ ଏମ୍ଏସ୍ଏମ୍ଇ କ୍ଷେତ୍ରର ହିତାଧିକାରୀମାନେ ଯୋଗଦେବେ। ଏହା ସମଗ୍ର ଭାରତରେ ହ୍ୟାଣ୍ଡଲୁମ୍ କ୍ଲଷ୍ଟର, ଏନଆଇଏଫଟି କ୍ୟାମ୍ପସ୍, ବୁଣାକାର ସେବା କେନ୍ଦ୍ର, ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ହ୍ୟାଣ୍ଡଲୁମ୍ ଟେକ୍ନୋଲୋଜି କ୍ୟାମ୍ପସ୍, ନ୍ୟାସନାଲ ହ୍ୟାଣ୍ଡଲୁମ୍ ଡେଭଲପମେଣ୍ଟ କର୍ପୋରେସନ୍, ହ୍ୟାଣ୍ଡଲୁମ୍ ଏକ୍ସପୋର୍ଟ ପ୍ରମୋସନ କାଉନ୍‌ସିଲ୍, କେଭିଆଇସି ଅନୁଷ୍ଠାନ ଏବଂ ବିଭିନ୍ନ ରାଜ୍ୟ ହସ୍ତତନ୍ତ ବିଭାଗକୁ ଏକତ୍ର କରିବ।

ଜାତୀୟ ହସ୍ତତନ୍ତ ଦିବସ ଜାତୀୟ ହ୍ୟାଣ୍ଡଲୁମ୍ ଦିବସ ପ୍ରଗତି ମୈଦାନ ପ୍ରଧାନମନ୍ତ୍ରୀ ଭାରତ ମଣ୍ଡପମ
Share. Facebook Twitter LinkedIn Email WhatsApp Copy Link

Related Posts

“ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ଜରୁରୀ: SIR ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଲେ ସୁପ୍ରିମକୋର୍ଟ

May 27, 2026

ଭାରତରେ ପହଞ୍ଚିଲା ଇବୋଲା ଭାଇରସ୍‌?: ଆଫ୍ରିକାରୁ ଫେରୁଥିବା ୨୮ ବର୍ଷୀୟା ମହିଳା ହସ୍ପିଟାଲରେ ଭର୍ତ୍ତି

May 27, 2026

ରାଜ୍ୟ ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ଦିଲ୍ଲୀରେ ମାନସ ମନ୍ଥନ ଶେଷ, ତାଲିକା ଚୁଡାନ୍ତ

May 27, 2026

ଭାରତ ବିରୁଦ୍ଧରେ ବିଷ ଓଗାଳିଲେ ପାକିସ୍ତାନ ଏବଂ ଚୀନ୍: ମିଳିତ ବିବୃତ୍ତିରେ ଉଲ୍ଲେଖ କଲେ କାଶ୍ମୀର ପ୍ରସଙ୍ଗ

May 26, 2026
Latest News

ସିଦ୍ଧରମୈୟାଙ୍କୁ ରାହୁଲ ଗାନ୍ଧୀଙ୍କ ସିଧା ବାର୍ତ୍ତା: ପରିବର୍ତ୍ତନ ହେବ କି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ?

May 27, 2026

ବାଇଜୁର ପ୍ରତିଷ୍ଠାତା ରବିନ୍ଦ୍ରନଙ୍କୁ ୬ ମାସ ଜେଲ ଦଣ୍ଡ: ଜାଣନ୍ତୁ କାରଣ

May 27, 2026

“ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ଜରୁରୀ: SIR ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଲେ ସୁପ୍ରିମକୋର୍ଟ

May 27, 2026

ଭାରତରେ ପହଞ୍ଚିଲା ଇବୋଲା ଭାଇରସ୍‌?: ଆଫ୍ରିକାରୁ ଫେରୁଥିବା ୨୮ ବର୍ଷୀୟା ମହିଳା ହସ୍ପିଟାଲରେ ଭର୍ତ୍ତି

May 27, 2026

ଓଡିଶା ପୋଲିସରେ ବଡ ଘୋଷଣା

May 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.