Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ରେଳ ଷ୍ଟେସନରୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ
ଆଞ୍ଚଳିକ

ବାଲୁଗାଁ ରେଳ ଷ୍ଟେସନରୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ

August 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ରେଳ ଷ୍ଟେସନରୁ ଆରପିଏଫ ବିପୁଳ ପରିମାଣରେ ଗଞ୍ଜେଇ ଜବତ କରିବା ସହ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ବୟ ପୁରୀ ଓଖା ଏକ୍ସପ୍ରେସ ଜରିଆରେ ଗଞ୍ଜେଇକୁ ସୁରାଟ ନେଇ ଯିବା ପାଇଁ ଯୋଜନା କରିଥିଲେ। ସେମାନେ ହେଲେ ଗଞ୍ଜାମ ଜିଲ୍ଲା ଖଲିକୋଟ ଥାନା ଅଞ୍ଚଳର ପ୍ରଦୀପ ପାଳ (୨୯) ଏବଂ ଲକ୍ଷ୍ମଣ କୁମାର ସ୍ୱାଇଁ (୨୨)। ଉଭୟ ଅଭିଯୁକ୍ତ ବାଲୁଗାଁ ଷ୍ଟେସନରେ ଦୁଇ ଗୋଟି ବ୍ୟାଗ ସହ ସଂନ୍ଦିଗ୍ଧ ଅବସ୍ଥାରେ ବୁଲୁଥିବା ବେଳେ ଆରପିଏଫ ହାତରେ ଧରା ପଡ଼ିଥିଲେ।

ଜବତ ଗଞ୍ଜେଇ ପରିମାଣ ୧୩ କେଜି ୩୮୦ ଗ୍ରାମ ବୋଲି ଜଣାପଡିଛି। ଯାହାର ଆନୁମାନିକ ମୂଲ୍ୟ ୧ ଲକ୍ଷ ୩୩ ହଜାର ୮୦୦ ଟଙ୍କା ହେବ। ଉଭୟଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବା ଆରପିଏଫ ଆଇଆଇସି ଜିତେନ୍ଦ୍ର ମୌର୍ଯ୍ୟ ସୂଚନା ଦେଇଛନ୍ତି।

ଗଞ୍ଜେଇ ଜବତ ବାଲୁଗାଁ ରେଳ ଷ୍ଟେସନ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.