Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚଣ୍ଡେଶ୍ୱର: ଖରାପ ଅଟୋକୁ ସଜାଡୁଥିବା ବେଳେ ପିକ୍ ଅପ୍ ଭ୍ୟାନ୍ ଦେଲା ଧକ୍କା, ଚାଳକଙ୍କ ମୃତ୍ୟୁ
ଆଞ୍ଚଳିକ

ଚଣ୍ଡେଶ୍ୱର: ଖରାପ ଅଟୋକୁ ସଜାଡୁଥିବା ବେଳେ ପିକ୍ ଅପ୍ ଭ୍ୟାନ୍ ଦେଲା ଧକ୍କା, ଚାଳକଙ୍କ ମୃତ୍ୟୁ

August 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ଚଣ୍ଡେଶ୍ୱର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ଅଟୋ ରିକ୍ସା ଚାଳକ ମୃତ୍ୟୁବରଣ କରିଛନ୍ତି। ମୃତକଙ୍କ ନାମ ସୁଦାମ ଚରଣ ଜାଲି (୩୫ ବର୍ଷ), ଘର ଚିଲିକା ବ୍ଲକ ଅନ୍ତର୍ଗତ ଅଠର ବାଟିଆ ବୋଲି ଜଣାପଡିଛି।

ଗତ କାଲି ବିଳମ୍ବିତ ରାତିରେ ସୁଦାମ ଅଟୋ ରିକ୍ସାରେ ଯାତ୍ରୀ ନେଇ ବାଲୁଗାଁ ଯାଉଥିଲେ। ତେବେ ହଠାତ୍ ୧୬ ନଂ ଜାତୀୟ ରାଜପଥ ଚଣ୍ଡେଶ୍ୱର ଓଭର ବ୍ରିଜ୍ ଉପରେ ଅଟୋ ରିକ୍ସା ଟି ଖରାପ ହୋଇ ଯାଇଥିଲା। ଚାଳକ ସୁଦାମ ଖରାପ ଅଟୋ ରିକ୍ସା କୁ ସଜାଡୁଥିବା ବେଳେ ପଛ ପଟୁ ଏକ ପିକ୍ ଅପ୍ ଭ୍ୟାନ୍ ଧକ୍କା ଦେବା ସହ ସୁଦାମଙ୍କ ଉପରେ ଚଢି ଯାଇଥିଲା। ଘଟଣା୍ ସ୍ଥଳରେ ଚାଳକଙ୍କ ମୃତ୍ୟୁ ହୋଇ ଯାଇଥିଲା।

ଖବର ପାଇ ଟାଙ୍ଗୀ ଥାନା ପୋଲିସ୍ ଘଟଣା ସ୍ଥଳରେ ପହଂଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ସେପଟେ ଅଟୋ ରିକ୍ସା ଚାଳକଙ୍କ ମୃତ୍ୟୁ ଖବର ପାଇ ଡ୍ରାଇଭର ମହାସଂଘର ବହୁ ସଦସ୍ୟ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଂଚିଛନ୍ତି। ଅଟୋ ରିକ୍ସା ଚାଳକଙ୍କ ପରିଵାରକୁ କ୍ଷତିପୂରଣ ଦେବାକୁ ସେମାନେ ଦାବି କରିଛନ୍ତି।

ଚଣ୍ଡେଶ୍ୱର ଚାଳକଙ୍କ ମୃତ୍ୟୁ ଜାତୀୟ ରାଜପଥ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ମୋଦିଙ୍କ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ଅମିତ ଶାହା: ମନ୍ତ୍ରିପରିଷଦ ପୁନର୍ଗଠନ ନେଇ ଚର୍ଚ୍ଚା ତୀବ୍ର

June 25, 2026

ବର୍ଷ ବର୍ଷର ଯନ୍ତ୍ରଣା ପରେ, ହାତୀ ମାଣିକିକୁ ବନତାରାରେ ମିଳିଲା ନୂତନ ଜୀବନ

June 25, 2026

କ୍ଲିନିକାଲ୍ ଏଷ୍ଟାବ୍ଲିସମେଣ୍ଟ ଆଇନରେ ‘ଜନ ବିଶ୍ୱାସ’ ସଂସ୍କାର; ନିୟାମକ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ

June 25, 2026

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩-୨୪ ଘୋଷିତ : ପୁଷ୍କରା ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026

MI ପାଇଁ ଖେଳିବେ ପାକିସ୍ତାନର ମହମ୍ମଦ ଆମିର: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ମୁମ୍ବାଇ ଫ୍ରାଞ୍ଚାଇଜ୍ ର ଏହି ନିଷ୍ପତ୍ତି

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.