Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଡିଏଭି 6ପାଖରୀପୁଟରେ ‘ଅଟଳ ଟିକରିଂଲାବ୍’ ର ଷଷ୍ଠ ବାର୍ଷିକ ପୂର୍ତ୍ତି
ଆଞ୍ଚଳିକ

ଡିଏଭି 6ପାଖରୀପୁଟରେ ‘ଅଟଳ ଟିକରିଂଲାବ୍’ ର ଷଷ୍ଠ ବାର୍ଷିକ ପୂର୍ତ୍ତି

August 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଡିଏଭି ପୋଖରୀପୁଟ ‘ଅଟଳ ଟିକରିଂ ‘ଲାବରେଟୋରିର ‘ଷଷ୍ଠ ବର୍ଷ ପୂର୍ତ୍ତି ମହାସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ବିଦ୍ୟାର୍ଥୀମାନେ ଅଭିନବ ଉପାୟରେ ଅନେକ ଗବେଷଣାତ୍ମକ କାର୍ଯ୍ୟ ଏହା ମାଧ୍ୟମରେ କରିବାରେ ସମର୍ଥ ହୋଇଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରର କ୍ୟୁରେଟର କପିଲ ଜୈନ ଯୋଗଦାନ କରି ନବୀନ ଗବେଷଣାତ୍ମକ କାର୍ଯ୍ୟ ସମ୍ପାଦନ ନିମନ୍ତେ ଅଟଳ ଟିକରିଂଲାବରେଟୋରିର ଭୂମିକା ଅତୀବ ଗୁରୁତ୍ଵପୂର୍ଣ୍ଣ ବୋଲି ମତବ୍ୟକ୍ତ କରିଥିଲେ।

ଏହି ଅବସରରେ ମୁଖ୍ୟ ବକ୍ତାଭାବେ ସୌମ୍ୟ ପ୍ରକାଶ ମିଶ୍ର,ଅଶ୍ଵିନୀ ସେଠୀ, ସିଦ୍ଧାର୍ଥ ଶୁଭଙ୍କର, ଆକାଶ ଜୟଶୁଆଲ ଯୁବ ଉଦ୍ଭାବକଗଣ ଯୋଗଦେଇ ଗବେଷଣାତ୍ମକ କାର୍ଯ୍ୟରେ ମନୋନିବେଶ ପୂର୍ବକ ଆଧୁନିକ ସମାଜ ପାଇଁ ବିଜ୍ଞାନର ଅବଦାନକୁ ଲୋକଲୋଚନକୁ ଆଣିବା ଆମର ଦାୟିତ୍ଵ ବୋଲି କହିଥିଲେ।

ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ନିଜର ଅଭିଭାଷଣରେ କହିଥିଲେ ବିଦ୍ୟାର୍ଥୀମାନେ ଅନୁସନ୍ଧିତ୍ସା ମନୋଭାବ ପୋଷଣ କରି, ନିଜକୁ ଜଣେ ଜଣେ ଶିଶୁ ବୈଜ୍ଞାନିକଭାବେ ପ୍ରତିଷ୍ଠା କରିବାକୁ ଆହ୍ୱାନ ଦେଇଥିଲେ। ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ପ୍ରଶାନ୍ତ କୁମାର ଦାସଙ୍କ ସଂରଚନାରେ ଏହି କାର୍ଯ୍ୟକ୍ରମଟି ସଫଳ ହୋଇଥିଲା। ଗବେଷଣାଭିତ୍ତିକ ଏହି କାର୍ଯ୍ୟକ୍ରମକୁ ବିଦ୍ୟାର୍ଥୀମାନେ ମନଭରି ଉପଭୋଗ କରି ପ୍ରେରଣା ଲାଭ କରିଥିଲେ।

ଉପସ୍ଥିତ ଶିକ୍ଷକଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026

ମାରୁତି ୱାକର୍ସ କ୍ଲବର ନୂତନ କର୍ମକର୍ତ୍ତା

September 7, 2026

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ

September 6, 2026

ରେଢ଼ାଖୋଲରେ ଆରଏସଏସ ଯୁବ ସମ୍ମିଳନୀ

September 6, 2026
Latest News

ୟୁପି ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ଝଟକା: କଂଗ୍ରେସରେ ଯୋଗଦେଲେ ହୀରା ଠାକୁର

September 7, 2026

ସୋଆ ଆଇଡିଆଥନ୍ ୨୦୨୬: ବିକଶିତ ଭାରତ ୨୦୪୭ ନିମନ୍ତେ ନବସୃଜନକୁ ପ୍ରୋତ୍ସାହନ

September 7, 2026

୨୭୦ ରନ କରି ତିନୋଟି ରେକର୍ଡ ଭାଙ୍ଗିଲେ ଇଶାନ କିଷାନ: ପଛରେ ପଡ଼ିଲେ ଅନେକ ମହାନ ଖେଳାଳି

September 7, 2026

କଟକ ରେଳ ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ହେତୁ ମେମୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ

September 7, 2026

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଆରଆଇ ଓ ଏଆରଆଇ

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.