Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»2 କୋଟି ଲକ୍ଷପତି ଦିଦି ସୃଷ୍ଟି କରିବାର ଲକ୍ଷ୍ୟ: ପ୍ରଧାନମନ୍ତ୍ରୀ
ଆଜିର ଖବର

2 କୋଟି ଲକ୍ଷପତି ଦିଦି ସୃଷ୍ଟି କରିବାର ଲକ୍ଷ୍ୟ: ପ୍ରଧାନମନ୍ତ୍ରୀ

August 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଲାଲ୍ କିଲାର ପ୍ରଚୀରରୁ ଦେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 77ତମ ସ୍ବାଧୀନତା ଦିବସ ଅବସରରେ ଆଜି କହିଛନ୍ତି ଯେ ସରକାର ଗ୍ରାମରେ 2 କୋଟି ‘ଲକ୍ଷପତି ଦିଦି’ କରିବାର ଲକ୍ଷ୍ୟ ନେଇ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସଏଚଜି) ସହିତ କାମ କରୁଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜି 10 କୋଟି ମହିଳାମାନେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସହିତ ସାମିଲ୍ ରହିଛନ୍ତି। ‘‘ଗାଁ ରେ ଆଜି ସଭିଙ୍କୁ ବ୍ୟାଙ୍କରେ ଦିଦି, ଅଙ୍ଗନବାଡ଼ିରେ ଦିଦି ଏବଂ ଔଷଧ ଉପଲବ୍ଧ କରାଇବା ପାଇଁ ଦିଦି ମିଳିପାରିବେ।’’

ପ୍ରଧାନମନ୍ତ୍ରୀ କୃଷି ପ୍ରଯୁକ୍ତି ବିଷୟରେ କହିଛନ୍ତି ଏବଂ ଗ୍ରାମୀଣ ବିକାଶରେ ବିଜ୍ଞାନ ଓ ପ୍ରଯୁକ୍ତିର କ୍ଷମତାର ଲାଭ ଉଠଇବା ପାଇଁ ପରାମର୍ଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ 15,000 ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଡ୍ରୋନ୍ ଚଲାଇବା ଏବଂ ଏହାର ମରାମତି ପାଇଁ ଋଣ ଓ ପ୍ରଶିକ୍ଷଣ ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କୁ ‘ଡ୍ରୋନର ଉଡ଼ାନ୍’ ର ଶକ୍ତି ପ୍ରଦାନ କରାଯିବ।

ଡ୍ରୋନ୍ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଲାଲ୍ କିଲା
Share. Facebook Twitter LinkedIn Email WhatsApp Copy Link

Related Posts

୧୨ ବର୍ଷରେ ୧୧ କୋଟିରୁ ଅଧିକ ନାଗରିକଙ୍କ ସଶକ୍ତୀକରଣ: ସାମାଜିକ ନ୍ୟାୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

June 12, 2026

ରାମଗଡ଼ରେ ୨୦ କିଲୋୱାଟ୍ ଏଫ୍‌ଏମ୍ ଟ୍ରାନ୍ସମିଟର ଲୋକାର୍ପିତ: ପ୍ରସାରଣ ସେବାକୁ ମିଳିବ ନୂଆ ଗତି

June 12, 2026

ବିକଶିତ ଭାରତର ସଂକଳ୍ପ ପ୍ରତ୍ୟେକ ରାଜ୍ୟ, ଜିଲ୍ଲା, ବ୍ଲକ ଏବଂ ଗ୍ରାମର ସାମୂହିକ ସଂକଳ୍ପ ହେବା ଉଚିତ: ପ୍ରଧାନମନ୍ତ୍ରୀ

June 12, 2026

ଏମ୍‌ଟି ସେଟ୍ଟେବେଲୋ ଘଟଣା: ମୃତ ୩ ଭାରତୀୟ କ୍ରୁ ସଦସ୍ୟଙ୍କ ପରିବାରକୁ ମିଳିବ ୧୦ ଲକ୍ଷର ସହାୟତା

June 12, 2026
Latest News

୧୨ ବର୍ଷରେ ୧୧ କୋଟିରୁ ଅଧିକ ନାଗରିକଙ୍କ ସଶକ୍ତୀକରଣ: ସାମାଜିକ ନ୍ୟାୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

June 12, 2026

ରାମଗଡ଼ରେ ୨୦ କିଲୋୱାଟ୍ ଏଫ୍‌ଏମ୍ ଟ୍ରାନ୍ସମିଟର ଲୋକାର୍ପିତ: ପ୍ରସାରଣ ସେବାକୁ ମିଳିବ ନୂଆ ଗତି

June 12, 2026

ବିକଶିତ ଭାରତର ସଂକଳ୍ପ ପ୍ରତ୍ୟେକ ରାଜ୍ୟ, ଜିଲ୍ଲା, ବ୍ଲକ ଏବଂ ଗ୍ରାମର ସାମୂହିକ ସଂକଳ୍ପ ହେବା ଉଚିତ: ପ୍ରଧାନମନ୍ତ୍ରୀ

June 12, 2026

ଏମ୍‌ଟି ସେଟ୍ଟେବେଲୋ ଘଟଣା: ମୃତ ୩ ଭାରତୀୟ କ୍ରୁ ସଦସ୍ୟଙ୍କ ପରିବାରକୁ ମିଳିବ ୧୦ ଲକ୍ଷର ସହାୟତା

June 12, 2026

ଆଜି ଜୁନ ୧୨ ତାରିଖ ଶୁକ୍ରବାରରେ ଆଠଟି ରାଶି ପ୍ରତି ଶ୍ରୀଗଣେଷ କରୁଛନ୍ତି ଆର୍ଶିବାଦ

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.