Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ସୋଲରୀ ଷ୍ଟେସନରେ ଅଘଟଣ, ଟ୍ରେନ ଆଗରେ ଶୋଇ ପଡିଲେ ଯୁବକ
ଆଞ୍ଚଳିକ

ବାଲୁଗାଁ ସୋଲରୀ ଷ୍ଟେସନରେ ଅଘଟଣ, ଟ୍ରେନ ଆଗରେ ଶୋଇ ପଡିଲେ ଯୁବକ

August 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
solari
ବାଲୁଗାଁ ସୋଲରୀ ଷ୍ଟେସନରେ ଅଘଟଣ, ଟ୍ରେନ ଆଗରେ ଶୋଇ ପଡିଲେ ଯୁବକ

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ସକାଳୁ ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ସୋଲରି ରେଳ ଷ୍ଟେସନ ନିକଟସ୍ଥ ଟ୍ରାକରୁ ଏକ ଖଣ୍ଡବିଖଣ୍ଡିତ ମୃତ ଦେହ ଉଦ୍ଧାର କରିଛି ବାଲୁଗାଁ ଆରପିଏଫ। ମୃତକଙ୍କ ପରିଚୟ ମିଳିନଥିବା ବେଳେ ତାଙ୍କ ବୟସ ଆନୁମାନିକ 32 ବର୍ଷ ହେବ ବୋଲି ଜଣାପଡିଛି।

ଆଜି ଭୋର 5 ଟାରେ ସମୟରେ ଉକ୍ତ ଯୁବକ ଜଣକ ଟ୍ରେନ ସମ୍ମୁଖରେ ଶୋଇ ଯାଇଥିଲେ। ଫଳରେ ଅଣ୍ଟାରୁ ତାଙ୍କ ଶରୀର ଦୁଇ ଖଣ୍ଡ ହୋଇଯାଇଛି l ତେବେ ଯୁବକ ଜଣକ କିଏ ଏବଂ କଣ ପାଇଁ ଆତ୍ମହତ୍ୟା କଲେ ତାହା ଜଣାପଡ଼ିନାହିଁ। ଘଟଣାସ୍ଥଳରେ ବାଲୁଗାଁ ଆରପିଏଫ ପହଞ୍ଚି ଶବକୁ ବାଲୁଗାଁ ମେଡିକାଲ ପଠାଇଛି।

balugaon ବାଲୁଗାଁ ସୋଲରୀ ଷ୍ଟେସନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

April 26, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.