Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ଆଞ୍ଚଳିକ

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

August 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ପରିସରରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଅତିରିକ୍ତ ଏସପି ସୁରେନ୍ଦ୍ରନାଥ ମୁର୍ମୁ , ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡଃ ବାଦଲ ମହାନ୍ତି, ଉପଜିଲ୍ଲାପାଳ ଦିପ୍ତୀରଞ୍ଜନ ସେଠି,ବିଡ଼ିଓ ଶୀତଲ ଅଗ୍ରୱାଲ, ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ତହସିଲଦାର କୁଞ୍ଜବିହାରୀ ବଡ଼ଜେନା, ସିଡ଼ିଏମଓ ଡା ଆର୍ତ୍ତବନ୍ଧୁ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ବାଣପୁର ବ୍ଲକ ଅନ୍ତର୍ଗତ ମୋଟ ୧୭ ଟି ପଞ୍ଚାୟତ ଓ ଏନଏସିର ବିଭିନ୍ନ ସ୍ଥାନରୁ ସମୁଦାୟ ୧୫୭ଟି ଦରଖାସ୍ତ ବିଚାର ପାଇଁ ଆସିଥିବା ବେଳେ ତନ୍ମଧ୍ୟରୁ ୧୫୩ ଟି ବ୍ୟକ୍ତିଗତ ଓ ୨ ଗୋଟି ସାମୁହିକ ଦରଖାସ୍ତ ଥିଲା। ତତ୍କାଳ ଦୁଇଟି ଆବେଦନର ସମାଧାନ ହୋଇଥିଲା। ଏହି ଅବସରରେ ବାଣପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ, ଯନ୍ତ୍ରୀ, ସ୍ଵାସ୍ଥ୍ୟ ବିଭାଗ ଅଧିକାରୀ, ସିଡିପିଓ, ବିଭିନ୍ନ ପଦସ୍ଥ ଅଧିକାରୀ, ୧୭ଟି ପଞ୍ଚାୟତର ଜନ ପ୍ରତିନିଧିମାନେ ଉପସ୍ଥିତ ରହି ସମସ୍ୟା ସମାଧାନ ଦିଗରେ ସହଯୋଗ କରିଥିଲେ।

ବାଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026
Latest News

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୂର୍ବରୁ ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା

July 14, 2026

ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଯୁବ ରେଡ଼କ୍ରସ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

July 14, 2026

ଓଲିଉଡ଼ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅନୁଷ୍ଠିତ

July 14, 2026

ପିସି-ପିଏନଡିଟି ଆଇନ ଉଲ୍ଲଙ୍ଘନ ଅଭିଯୋଗ: ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରକୁ ସିଲ୍ କଲା ସ୍ୱାସ୍ଥ୍ୟ ବିଭାଗ

July 14, 2026

୧୭୨୬ ବୈଷୟିକ ପଦବୀରେ ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗର ପଦକ୍ଷେପ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.