Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅବକାରୀ ବିଭାଗ ପକ୍ଷରୁ ଆସିକା ଥାନା ଅଞ୍ଚଳରେ ଚଢାଉ: ବିପୁଳ ପରିମାଣର ଦେଶୀ ମଦ ଜବତ, ୬ ଗିରଫ
ଆଜିର ଖବର

ଅବକାରୀ ବିଭାଗ ପକ୍ଷରୁ ଆସିକା ଥାନା ଅଞ୍ଚଳରେ ଚଢାଉ: ବିପୁଳ ପରିମାଣର ଦେଶୀ ମଦ ଜବତ, ୬ ଗିରଫ

August 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାନସ ପୂର୍ଣ୍ଣ ଆଚାର୍ଯ୍ୟ

ଆସିକା: ଅବକାରୀ ବିଭାଗ ପକ୍ଷରୁ ଆସିକା ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଆସ୍କା ତହସିଲଦାରଙ୍କ ଉପସ୍ଥିତିରେ ଅବକାରୀ ବିଭାଗ ମିଳିତ ଭାବେ ଚଢ଼ାଉ କରାଯାଇଛି। ଏଥିରେ ୨୮୦ ଲିଟର ଦେଶୀ ମଦ ଏବଂ ୫୫୫୦ ଲିଟର ପୋଚ ଜବତ କରାଯାଇଛି। ଆହୁରି ମଧ୍ୟ ଏହି ସଂଯୋଗରେ ୬ ଜଣଙ୍କୁ ଗିରଫ ଯାଇଛି।

ସୂଚନା ଅନୁସାରେ ଆସିକା ଅଞ୍ଚଳର ବିଭନ୍ନ ଗ୍ରାମରେ ବେଆଇନ ମଦ ପ୍ରସ୍ତୁତ ହେଉଥିବା ଖବର ମିଳିଥିଲା। ଏହାକୁ ଅବକାରୀ ଟିମ୍ କାଳଷଣ୍ଢପୁର, ସମନ୍ତିଆପଲ୍ଲି, କରା ତଳି, ସୁମନ୍ତ ପଲ୍ଲୀ, କଳିଙ୍ଗା ରୋଡ ସ୍ତିସ୍ତ I.B ପଛପାଖ ଆଦି ଗ୍ରାମରେ ଚଢ଼ାଉ କରାଯାଇଥିଲା।

ଏହି ଚଢାଉରେ ଆସିକା ତହସିଲଦାର ସଞ୍ଜୟ ସାମନ୍ତରାୟ, ଅବକାରୀ ଇନସ୍ପେକ୍ଟର ବାଳକ ବିଶି, ଏସଆଇ ପ୍ରଦିପ କୁମାର ମହାନ୍ତି, ନୀଳାମ୍ବର ନାୟକ, ବିଜୟ କୁମାର ମଲ୍ଲିକ ସହ ଅନେକ ଅବକାରୀ କର୍ମଚାରୀ ସାମିଲ ଥିଲେ।

ଅବକାରୀ ବିଭାଗ ଆସିକା ଥାନା ଦେଶୀ ମଦ ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026
Latest News

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କଲେ ପାକିସ୍ତାନକୁ କ’ଣ କ୍ଷତି?: ଜାଣନ୍ତୁ ICCର ନିୟମ

February 2, 2026

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026

ଭାରତୀୟ ରେଳବାଇ ପାଇଁ 2.93 ଲକ୍ଷ କୋଟିର ରେକର୍ଡ ପୁଞ୍ଜି ବ୍ୟୟବରାଦ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.