Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭି ବିଜୟ ସାଇ ରେଡ୍ଡୀ ଓ୍ବାଇଏସ୍‌ଆର କଂଗ୍ରେସର ସଂସଦୀୟ ଦଳ ନେତା
ଆଜିର ଖବର

ଭି ବିଜୟ ସାଇ ରେଡ୍ଡୀ ଓ୍ବାଇଏସ୍‌ଆର କଂଗ୍ରେସର ସଂସଦୀୟ ଦଳ ନେତା

June 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
V. Vijaya Sai Reddy appointed YSRCP Parliamentary party leader
V. Vijaya Sai Reddy appointed YSRCP Parliamentary party leader

ଭି ବିଜୟ ସାଇ ରେଡ୍ଡୀଙ୍କୁ ଓ୍ବାଇଏସ୍‌ଆର କଂଗ୍ରେସର ସଂସଦୀୟ ଦଳର ନେତା ଭାବରେ ଚୟନ କରାଯାଇଛି। ଦଳର ରାଜ୍ୟସଭା ସାଂସଦ ରହିଥିବା ରେଡ୍ଡୀଙ୍କୁ ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ କରିଛନ୍ତି ଓ୍ବାଇଏସ୍‌ଆର କଂଗ୍ରେସ ମୁଖ୍ୟ ଜଗନ ମୋହନ ରେଡ୍ଡୀ। ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ବିଭାଗକୁ ଏକ ପତ୍ର ଲେଖି ଜଗନ ଏହି ସୂଚନା ଦେଇଛନ୍ତି। ଲୋକସଭା ସାଂସଦ ପେଡ୍ଡି ରେଡ୍ଡୀ ମିଥୁନ୍‌ଙ୍କୁ ଲୋକସଭା ପାଇଁ ଦଳର ନେତା ଘୋଷଣା କରାଯାଇଛି। ହ୍ବିପ୍‌ ଜାରି କରିବା ପାଇଁ ମାରାଗାନି ଭରତ ରାମଙ୍କୁ ଚୟନ କରିଛନ୍ତି। ବୋବ୍ବିଲି ବିଧାୟକ ଆପ୍ପଲ ନାଇଡୁ କାମଚଳା ବାଚସ୍ପତି ଭାବରେ ଆନ୍ଧ୍ର ପ୍ରଦେଶ ବିଧାୟକଙ୍କୁ ଶପଥ ଗ୍ରହଣ କରାଇବେ।

Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ବଜାରରେ ପ୍ରବେଶ କଲେ ଭଦ୍ରକ ଜିଲ୍ଲାର ବରକୋଳି ଚାଷୀ: ଆୟ ୨୫% କୁ ବୃଦ୍ଧି

January 10, 2026

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026
Latest News

ନୂଆ ବଜାରରେ ପ୍ରବେଶ କଲେ ଭଦ୍ରକ ଜିଲ୍ଲାର ବରକୋଳି ଚାଷୀ: ଆୟ ୨୫% କୁ ବୃଦ୍ଧି

January 10, 2026

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.