Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଆର୍ଥିକ କରିଡର ସହଯୋଗ, ଉଦ୍ଭାବନ ଏବଂ ମିଳିତ ପ୍ରଗତିର ପ୍ରତୀକ ହେବ: ପ୍ରଧାନମନ୍ତ୍ରୀ
ଆଜିର ଖବର

ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଆର୍ଥିକ କରିଡର ସହଯୋଗ, ଉଦ୍ଭାବନ ଏବଂ ମିଳିତ ପ୍ରଗତିର ପ୍ରତୀକ ହେବ: ପ୍ରଧାନମନ୍ତ୍ରୀ

September 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଆର୍ଥିକ କରିଡରକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ଏହା ସହଯୋଗ, ନବସୃଜନ ଏବଂ ସହଭାଗୀ ପ୍ରଗତିର ପ୍ରତୀକ ହେବ ତଥା ସହଭାଗୀ ଆକାଂକ୍ଷା ଓ ସ୍ୱପ୍ନର ଯାତ୍ରା କରିବ।

ଏକ୍ସ ସାମାଜିକ ଗଣମାଧ୍ୟମରେ ପ୍ରଧାନମନ୍ତ୍ରୀ ଏକ ପୋଷ୍ଟ କରି ଲେଖିଛନ୍ତି:

‘‘ସହଭାଗୀ ଆକାଂକ୍ଷା ଓ ସ୍ୱପ୍ନର ଯାତ୍ରା ଆରମ୍ଭ କରି, ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଆର୍ଥିକ କରିଡର ସହଯୋଗ, ଉଦ୍ଭାବନ ଏବଂ ସହଭାଗୀ ପ୍ରଗତିର ପ୍ରତୀକ ହେବାର ସମ୍ଭାବନା ସୃଷ୍ଟି କରିଛି। ଇତିହାସ ଯେମିତି ସାମ୍ନାକୁ ଆସୁଛି, ଏହି କରିଡର ବିଭିନ୍ନ ମହାଦେଶରେ ମାନବିକ ପ୍ରୟାସ ଓ ଏକତାର ପ୍ରମାଣ ହୋଇପାରିବ।’’

ନରେନ୍ଦ୍ର ମୋଦୀ ଭାରତ ମଧ୍ୟପ୍ରାଚ୍ୟ ୟୁରୋପ
Share. Facebook Twitter LinkedIn Email WhatsApp Copy Link

Related Posts

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026
Latest News

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.