Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅସୁସ୍ଥତା ପାଇଁ ମୁଖ୍ୟ ଶାସନ ସଚିବଙ୍କ ସମସ୍ତ କାର୍ଯ୍ୟକ୍ରମ ହେଲା ବାତିଲ
ଆଜିର ଖବର

ଅସୁସ୍ଥତା ପାଇଁ ମୁଖ୍ୟ ଶାସନ ସଚିବଙ୍କ ସମସ୍ତ କାର୍ଯ୍ୟକ୍ରମ ହେଲା ବାତିଲ

September 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅସୁସ୍ଥତା ପାଇଁ ମୁଖ୍ୟ ଶାସନ ସଚିବଙ୍କ ସମସ୍ତ କାର୍ଯ୍ୟକ୍ରମ ହେଲା ବାତିଲ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଦେହ ଅସୁସ୍ଥତା ପାଇଁ ଆଜି ପାଇଁ ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ଏ ନେଇ ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟରୁ ସୂଚନା ପ୍ରଦାନ କରାଯାଇଛି।

ଗତକାଲି ପ୍ରଦୀପ ଜେନା ଅସୁସ୍ଥତା ଅନୁଭବ କରିବାରୁ ସେ କ୍ୟାପିଟାଲ ହସପିଟାଲ ଯାଇଥିଲେ। ମୁଖ୍ୟତଃ ଥଣ୍ଡା ଜ୍ବର ହେବାରୁ ସେ ଡାକ୍ତରଙ୍କ ପରାମର୍ଶ ନେଇଥିଲେ। ତେବେ ସେମାନଙ୍କ ପରାମର୍ଶ କ୍ରମେ ଆଜି ସେ ବିଶ୍ରାମ ନେଇଛନ୍ତି। ସେଥିପାଇଁ ତାଙ୍କର କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି।

ପ୍ରଦୀପ କୁମାର ଜେନା ମୁଖ୍ୟଶାସନସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ: ଓଡିଶାରେ କେବେ ପହଞ୍ଚିବ?

June 9, 2026

ଭୁବନେଶ୍ବରରେ କେନ୍ଦ୍ର ଆଇନ ମନ୍ତ୍ରୀ; ମୋଦି ସରକାରର ୧୨ ବର୍ଷ ପୂର୍ତ୍ତି ଉପରେ ରଖିଲେ ହିସାବ

June 9, 2026

ରାଜ୍ୟ ପାଇଁ ଗୌରବ ଆଣିଲେ ବାଣପୁରର କୁନି ଝିଅ: ଗୁଜୁରାଟରେ ଜିତିଲେ “ଦି ଆଇଏଫଏ ୱାର୍ଲ୍ଡ ୨୦୨୬”

June 9, 2026

ପିଓକେରେ ଶାହବାଜ-ମୁନିରଙ୍କ ବିରୋଧରେ ବିଦ୍ରୋହ: ପାକ୍ ସେନାର ଗୁଳି ମାଡ଼

June 9, 2026
Latest News

ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ: ଓଡିଶାରେ କେବେ ପହଞ୍ଚିବ?

June 9, 2026

ଭୁବନେଶ୍ବରରେ କେନ୍ଦ୍ର ଆଇନ ମନ୍ତ୍ରୀ; ମୋଦି ସରକାରର ୧୨ ବର୍ଷ ପୂର୍ତ୍ତି ଉପରେ ରଖିଲେ ହିସାବ

June 9, 2026

ରାଜ୍ୟ ପାଇଁ ଗୌରବ ଆଣିଲେ ବାଣପୁରର କୁନି ଝିଅ: ଗୁଜୁରାଟରେ ଜିତିଲେ “ଦି ଆଇଏଫଏ ୱାର୍ଲ୍ଡ ୨୦୨୬”

June 9, 2026

ପିଓକେରେ ଶାହବାଜ-ମୁନିରଙ୍କ ବିରୋଧରେ ବିଦ୍ରୋହ: ପାକ୍ ସେନାର ଗୁଳି ମାଡ଼

June 9, 2026

୧୨ଟି ପରମାଣୁ ଅସ୍ତ୍ର ନିୟୋଜନ କରିଛି ଭାରତ!: ଶତ୍ରୁ ଦେଶକୁ ଲାଗିବ ୪୪୦ ଭୋଲ୍ଟର ଝଟକା

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.