Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଭୃ ଶ୍ରୀଗଣେଷଙ୍କ ପ୍ରିୟ ଖାଦ୍ୟ କଣ, ଯାହାକୁ ନେଇ ସେ ହୋଇଥାନ୍ତି ଖୁସି
ଆଜିର ଖବର

ପ୍ରଭୃ ଶ୍ରୀଗଣେଷଙ୍କ ପ୍ରିୟ ଖାଦ୍ୟ କଣ, ଯାହାକୁ ନେଇ ସେ ହୋଇଥାନ୍ତି ଖୁସି

September 15, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରଭୃ ଶ୍ରୀଗଣେଷଙ୍କ ପ୍ରିୟ ଖାଦ୍ୟ କଣ, ଯାହାକୁ ନେଇ ସେ ହୋଇଥାନ୍ତି ଖୁସି

ଭୁବନେଶ୍ବର: ଗଣେଶ ଚତୁର୍ଥୀ ଦିନ ଭଗବାନ ଗଣେଶଙ୍କୁ ୧୦ ଦିନ ଧରି ପୂଜା କରାଯାଇ ଥାଏ। କେତେକ ରାଜ୍ୟରେ ଏହି ଗଣେଶ ପର୍ବ କେବଳ ତିନି ଦିନ ଧରି ଚାଲିଥାଏ ଏବଂ ଏହା ପରେ ବିଷର୍ଜନ କରାଯାଇଥାଏ। ୧୦ ଦିନ ଧରି ଚାଲିଥିବା ଏହି ପର୍ବରେ ଅର୍ଥାତ୍ ଅନନ୍ତ ଚତୁର୍ଦଶୀ ବା ଅନନ୍ତ ବ୍ରତ ପର୍ଯ୍ୟନ୍ତ ପାଳନ କରାଯାଇଥାଏ।

ତେବେ ଭଗବାନ ଗଣେଷ ବେଶ୍ ଖାଦ୍ୟ ପ୍ରିୟ। ତାଙ୍କର ଭୋଗ ମଧ୍ୟରେ ରହିଛି ସ୍ବତନ୍ତ୍ରତା। ବିଶେଷ ଭାବେ ସେ ମିଠା ଜାତୀୟ ଭୋଗକୁ ବେଶ ପସନ୍ଦ କରିଥାନ୍ତି। ସେଥିପାଇଁ ସେ ସବୁବେଳେ ହାତରେ ଏକ ଲଡୁ ଧରିଥାନ୍ତି। ଏଥିସହିତ ଗଣେଷଙ୍କ ଆଉ କିଛି ପ୍ରିୟ ଭୋଗ ରହିଛି। ଆସନ୍ତୁ ସେ ସଂପର୍କରେ କିଛି ଜାଣିବା।

1-ମୋଦକ ଲଡୁ : ମୋଦକ ଲଡୁ ଗଣେଶଙ୍କ ପାଇଁ ଅତ୍ୟନ୍ତ ପ୍ରିୟ। ମୋଦକ ମଧ୍ୟ ଅନେକ ଭିନ୍ନ ଉପାୟରେ ତିଆରି ହୋଇଥାଏ । ମହାରାଷ୍ଟ୍ରରେ, ବିଶେଷକରି ଗଣେଶ ପୂଜା ଅବସରରେ, ଘରେ ବିଭିନ୍ନ ପ୍ରକାରର ମୋଦକ ତିଆରି କରାଯାଏ।

2-ବୁନ୍ଦି ଲଡୁ : ମୋଦକ ପରେ ଗଣେଶ ମଧ୍ୟ ନୈବ୍ୟଦ ଆକାରରେ ବୁନ୍ଦି ଲଡୁ ପ୍ରଦାନ କରାଯାଇଥାଏ। ଏହା ମଧ୍ୟ ଗଣେଷଙ୍କ ବେଶ୍ ପ୍ରିୟ। ସେ ଶୁଦ୍ଧ ଘିଅରୁ ପ୍ରସ୍ତୁତ ଏହି ମଇଦା ଲଡୁକୁ ପସନ୍ଦ କରନ୍ତି।

3-ନଡ଼ିଆ ଚାଉଳ: ଏହା ଦକ୍ଷିଣ ଭାରତରେ ତିଆରି ହୁଏ। ଚାଉଳକୁ ନଡ଼ିଆ କ୍ଷୀର କିମ୍ବା ପାଣିରେ ଭିଜାଇ କିମ୍ବା ଚାଉଳ ସହିତ ମିଶାଇ ରନ୍ଧାଯାଇଥାଏ। ଏହା କେବଳ ଗଣେଷ ପୂଜା ଦିନ ପ୍ରସ୍ତୁତ କରାଯାଇଥାଏ।

4-ଖୁଆ ପେଡା : ଏହା କ୍ଷୀରରେ ତିଆରି ଏକ ମହାରାଷ୍ଟ୍ରୀୟ ଖାଦ୍ୟ। ଏହାର ଆକାର ଗୋଲାକାର।

5-ପଞ୍ଚାମୃତ : ପଞ୍ଚାମୃତ ମଧ୍ୟ ଗଣେଷଙ୍କର ପ୍ରିୟ ଅଟେ। ସାଧାରଣତଃ ବିଭିନ୍ନ ପୂଜାରେ ଖିର, ଦହି, ଘିଏ ମହୁ ଏବଂ ଗୁଡ ରେ ପ୍ରସ୍ତୁ ଏହା ଏକ ଭିନ୍ନ ଭୋଗ।

6-ରସାବଳି: ରସାବଳି ମଧ୍ୟ ଶ୍ରୀଗଣେଷଙ୍କ ଅତି ପ୍ରିୟ ଭୋଗ। ଏହା ମଧ୍ୟ ସମସ୍ତେ ଘରେଘରେ ପ୍ରସ୍ତୁତ କରିଥାନ୍ତି। କଦଳୀ ଖିର ଏବଂ ମିଠା ମିଶାଇ ତାହାକୁ ଚକଡି ଏହାକୁ ପ୍ରସ୍ତୁତ କରାଯାଇଥାଏ।

7-ପାଏସ ବା ଖିରୀ: ଏହି ଭୋଗ ମଧ୍ୟ ଗଣେଷଙ୍କର ପ୍ରିୟ। ଏହାକୁ ମଧ୍ୟ ସମସ୍ତେ ଘରେ ପ୍ରସ୍ତୁତ କରିଥାନ୍ତି। ହେଲେ ଏହା ଭୋଜି ଖିରୀ ପରି କରାଯିବ ନାହିଁ। ଏହାକୁ ମୁଗ ଖିରୀ ବୋଲି କୁହାଯାଏ। ଅର୍ଥାତ ଏହାକୁ ମୁଗ, ଖିରୀ ଚାଉଳ, ଖିର ଏବଂ ମିଠା ଦ୍ବାରା ପ୍ରସ୍ତୁତ ହୋଇଥାଏ।

8- ନଡିଆ : ଭଗବାନ ଗଣେଷଙ୍କ ପ୍ରିୟ ହେଉଛି ନଡିଆ। ସେଥିପାଇଁ ସ୍କୁଲରେ ଗଣେଷ ପୂଜା ବେଳେ ନଡିଆ ବାଡାଇବା ପରଂପରା ରହିଛି। ସେଥିପାଇଁ ଗଣେଷ ପୂଜାରେ ନଡିଆ ଭୋଗ ନିଶ୍ଚିତ କରାଯାଇଥାଏ।

ଗଜାନନ ଗଣେଷ ପ୍ରଭୃ ଶ୍ରୀଗଣେଷ ଶ୍ରୀଗଣେଷ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ

May 5, 2026

ଆଜି ମଙ୍ଗଳବାର ମେ ୫ ତାରିଖରେ ଏହି ପାଞ୍ଚଟି ରାଶିର ଲୋକେ ହେବେ ମାଲେମାଲ୍

May 5, 2026

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026
Latest News

ବଙ୍ଗଳାରେ କିଏ ହେବ ମୁଖ୍ୟମନ୍ତ୍ରୀ?: ରେସରେ ରହିଛି ଏହିମାନଙ୍କ ନାମ

May 5, 2026

ପଶ୍ଚିମ ଏସିଆ ସଙ୍କଟ ପରେ ୮୪ ଲକ୍ଷ ମେଟ୍ରିକ ଟନ ସାର ଯୋଗାଇଲେ ସରକାର

May 5, 2026

କେବଳ ଥାଲାପତି ବିଜୟ ନୁହଁନ୍ତି, ରାଜନୀତିରେ ଏହି ୫ ଦକ୍ଷିଣ ସୁପରଷ୍ଟାର ମଧ୍ୟ ଦେଖାଇଛନ୍ତି ଜଲୱା

May 5, 2026

ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ

May 5, 2026

ଆଜି ମଙ୍ଗଳବାର ମେ ୫ ତାରିଖରେ ଏହି ପାଞ୍ଚଟି ରାଶିର ଲୋକେ ହେବେ ମାଲେମାଲ୍

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.