Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହିନ୍ଦୀକୁ ଅଷ୍ଟ୍ରେଲୀୟ କୂଟନୀତିଜ୍ଞଙ୍କ ଭଲପାଇବା ଅତ୍ୟନ୍ତ ଆକର୍ଷଣୀୟ: ପ୍ରଧାନମନ୍ତ୍ରୀ
ଆଜିର ଖବର

ହିନ୍ଦୀକୁ ଅଷ୍ଟ୍ରେଲୀୟ କୂଟନୀତିଜ୍ଞଙ୍କ ଭଲପାଇବା ଅତ୍ୟନ୍ତ ଆକର୍ଷଣୀୟ: ପ୍ରଧାନମନ୍ତ୍ରୀ

September 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହିନ୍ଦୀ ଦିବସ ପାଳନ ଅବସରରେ ଅଷ୍ଟ୍ରେଲୀୟ କୂଟନୀତିଜ୍ଞଙ୍କ ଦ୍ୱାରା ସେମାନଙ୍କ ପ୍ରିୟ ହିନ୍ଦୀ ପ୍ରବାଦ ପାଠର ପ୍ରଶଂସା କରିଛନ୍ତି।

आपके ये दोहे और मुहावरे मंत्रमुग्ध करने वाले हैं! ऑस्ट्रेलिया के राजनयिकों का हिन्दी के प्रति ये लगाव बेहद ही दिलचस्प है। https://t.co/N9DCdtk6cd

— Narendra Modi (@narendramodi) September 14, 2023

ଭାରତରେ ଅଷ୍ଟ୍ରେଲୀୟ ହାଇକମିଶନର ଫିଲିପ୍ ଗ୍ରୀନ୍ ଓଏଏମଙ୍କ ଏକ୍ସ ପୋଷ୍ଟର ଉତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘ଆପଣଙ୍କ ଏହି ପ୍ରବାଦ ଏବଂ ଢଗ ମନ୍ତ୍ରମୁଗ୍ଧ କରୁଛି। ଅଷ୍ଟ୍ରେଲୀୟ କୂଟନୀତିଜ୍ଞଙ୍କ ହିନ୍ଦୀ ପ୍ରତି ଭଲପାଇବା ଅତ୍ୟନ୍ତ କୌତୁହଳପୂର୍ଣ୍ଣ।’

ନରେନ୍ଦ୍ର ମୋଦୀ ହିନ୍ଦୀ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ସାକ୍ଷାତ କଲେ ଏମ୍ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

February 11, 2026

ଫେବୃୟାରୀ ୧୧ ତାରିଖ ବୁଧବାରରେ ଏହି ରାଶିକୁ ମିଳିବ ଭଲ ଖବର: ଜାଣନ୍ତୁ ରାଶିଫଳ

February 11, 2026

ମାନାବାର-ଜରତି ଷ୍ଟେସନ ମଧ୍ୟରେ ନବନିର୍ମିତ ଦ୍ୱିତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026
Latest News

ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ସାକ୍ଷାତ କଲେ ଏମ୍ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

February 11, 2026

ଫେବୃୟାରୀ ୧୧ ତାରିଖ ବୁଧବାରରେ ଏହି ରାଶିକୁ ମିଳିବ ଭଲ ଖବର: ଜାଣନ୍ତୁ ରାଶିଫଳ

February 11, 2026

କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନସ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 10, 2026

ମାନାବାର-ଜରତି ଷ୍ଟେସନ ମଧ୍ୟରେ ନବନିର୍ମିତ ଦ୍ୱିତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.