Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମୋଟରସାଇକେଲ ଚୋରି ମାମଲାରେ ନାବାଳକ ଅଟକ
ଆଞ୍ଚଳିକ

ମୋଟରସାଇକେଲ ଚୋରି ମାମଲାରେ ନାବାଳକ ଅଟକ

September 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋପାଳପୁର ଥାନା ପୋଲିସ ଏକ ମୋଟରସାଇକେଲ ଚୋରି ମାମଲାରେ ପଥରା ଛକରୁ ଜଣେ ନାବାଳକକୁ ଅଟକ ରଖିଛି। ଥାନାରେ ଜେରା କରିବା ପରେ ତାଙ୍କୁ ବାଳସୁଧାର ଗୃହକୁ ପୋଲିସ ଚାଲାଣ କରିଛି। ଅଭିଯୁକ୍ତ ନାବାଳକ ଘର ବଡ଼ବଜାର ଥାନା ଅନ୍ତର୍ଗତ ଗଣେଶ ନଗର ବୋଲି ଜଣାପଡିଛି।

ସୁଚନା ଅନୁଯାୟୀ ଏହି ଚୋରି ମାମଲାରେ ପୋଲିସ ନାରାୟଣପୁର ଗ୍ରାମର ଶ୍ରୀଧର ବେହେରା ନାମକ ଜଣେ ଯୁବକଙ୍କୁ ଗିରଫ କରିବା ବେଳେ ଉକ୍ତ ନାବାଳକ ଜଣଙ୍କ ସେଠାରୁ ଚମ୍ପଟ୍ ମାରିଥିଲେ। ସେହି ଦିନ ଠାରୁ ପୋଲିସ ଅନୁସନ୍ଧାନ ଚଳାଇ ଏକ ପଲସର୍ ମୋଟରସାଇକେଲରେ ଯାଉଥିବା ବେଳେ ତାଙ୍କୁ କାବୁ କରିଥିଲା।

ଗୋପାଳପୁର ଥାନା ନାବାଳକ ଅଟକ ମୋଟରସାଇକେଲ ଚୋରି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026
Latest News

ସାଇବର ଠକେଇ ବନ୍ଦ କରିବ : ‘ଅଭୟ’

April 19, 2026

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026

ଜଳଭଣ୍ଡାରରେ ବୁଡ଼ି ୨ ନାବାଳାକଙ୍କର ମୃତ୍ୟୁ

April 19, 2026

ଖୋର୍ଦ୍ଧାରେ ଆସନ୍ତା ୨୦ରୁ ୨୩ ସ୍କୁଲ ଛୁଟି

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.