Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବିଷାକ୍ତ ସାପ କାମୁଡ଼ାରେ ନାବାଳିକାଙ୍କ ମୃତ୍ୟୁ
ଆଞ୍ଚଳିକ

ବାଣପୁର: ବିଷାକ୍ତ ସାପ କାମୁଡ଼ାରେ ନାବାଳିକାଙ୍କ ମୃତ୍ୟୁ

September 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁର ଥାନା ଅନ୍ତର୍ଗତ ମନଇଛାପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ବିଷାକ୍ତ ସାପ କାମୁଡ଼ାରେ ଜଣେ ନାବାଳିକାର ମୃତ୍ୟୁ ହୋଇଥିବା ଜଣାଯାଇଛି।

ସୂଚନା ମୁତାବକ ଉକ୍ତ ଗ୍ରାମର ରବୀନ୍ଦ୍ର ସାହୁଙ୍କ ଝିଅ ରୁପାଲୀ ସାହୁ (୧୩) ନିଜ ଘର ବାଡ଼ିପଟେ ଥିବା ପାଇଖାନାକୁ ଯିବା ସମୟରେ ଏକ ବିଷାକ୍ତ ସାପ ଉପରେ ଅଜାଣତରେ ଗୋଡ଼ ପଡିଯିବାରୁ ସାପଟି ରୁପାଲିଙ୍କୁ କାମୁଡି ଦେଇଥିଲା। ପରିବାର ଲୋକ ସଙ୍ଗେ ସଙ୍ଗେ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିବା ବେଳେ ଡାକ୍ତର ଭୁବନେଶ୍ୱର ସ୍ଥାନାନ୍ତର କରିଥିଲେ।

କିନ୍ତୁ ରୁପାଲୀଙ୍କର ଅଧା ବାଟରେ ପ୍ରାଣବାୟୁ ଚାଲିଯାଇଥିବା ପରିବାର ଲୋକେ ଅନୁମାନ କରିଥିଲେ। ରୁପାଲୀଙ୍କୁ ପୁଣି ଡାକ୍ତରଖାନାକୁ ଫେରାଇ ଆଣିବାରେ ବାଣପୁର ଡାକ୍ତର ମୃତ ଘୋଷଣା କରିଥିଲେ।  ଖବର ପାଇ ବାଣପୁର ପୋଲିସ ପହଂଚି ତଦନ୍ତ କରୁଥିବା ବେଳେ ଆସନ୍ତା କାଲି ଶବ ବ୍ୟବଚ୍ଛେଦ ହେବ ବୋଲି ଡାକ୍ତରଖାନା କର୍ତ୍ତୃପକ୍ଷ କହିଛନ୍ତି।

ବାଣପୁର ବିଷାକ୍ତ ସାପ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026
Latest News

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.