ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଅରୁଣାଚଳ ମୁଖ୍ୟମନ୍ତ୍ରୀ

Published: Sep 23, 2023, 3:51 pm IST

ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

‘ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।’

Related posts