Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥର ଭୂସ୍ଖଳନ ଜନିତ ପୁନଃରୁଦ୍ଧାର କାର୍ଯ୍ୟ ଯୋଗୁଁ ପ୍ରଭାବିତ ହେବ ଟ୍ରେନ୍ ସେବା
ଆଜିର ଖବର

ପୂର୍ବତଟ ରେଳପଥର ଭୂସ୍ଖଳନ ଜନିତ ପୁନଃରୁଦ୍ଧାର କାର୍ଯ୍ୟ ଯୋଗୁଁ ପ୍ରଭାବିତ ହେବ ଟ୍ରେନ୍ ସେବା

September 27, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପୂର୍ବତଟ ରେଳପଥର କୋଟ୍ଟଭଲସା – କୋରାପୁଟ-କିରନ୍ଦୁଲ ରେଳ ମାର୍ଗରେ ମାନବାର ଓ ଜରତି ରେଳ ଷ୍ଟେସନ ମଧ୍ୟରେ ଭୂସ୍ଖଳନ ଜନିତ ପୁନଃରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ନିମ୍ନଲିଖିତ ଅନୁଯାୟୀ ଟ୍ରେନ୍ ସେବା ପ୍ରଭାବିତ ହୋଇଅଛି…

01. ରାଉରକେଲା ଠାରୁ 27 & 28.09.2023 ରେ ଛାଡିବାକୁ ଥିବା 18107 ରାଉରକେଲା-ଜଗଦଳପୁର ଏକ୍ସପ୍ରେସ କୋରାପୁଟ ପର୍ଯ୍ୟନ୍ତ ଯାତ୍ରା କରିବ ଏବଂ କୋରାପୁଟରୁ ଜଗଦଲପୁର ପର୍ଯ୍ୟନ୍ତ ବାତିଲ ରହିବ।

02. ଜଗଦଳପୁରରୁ 28 ଏବଂ 29.09.2023 ରେ ଛାଡ଼ିବାକୁଥିବା 18108 ଜଗଦଳପୁର-ରାଉରକେଲା ଏକ୍ସପ୍ରେସ ଜଗଦଳପୁର ପରିବର୍ତ୍ତେ କୋରାପୁଟରୁ ଯାତ୍ରା ପ୍ରାରମ୍ଭ କରିବ ଏବଂ ଜଗଦଳପୁରରୁ କୋରାପୁଟ ପର୍ଯ୍ୟନ୍ତ ବାତିଲ ରହିବ।

03. ଭୁବନେଶ୍ୱରରୁ 27 ଏବଂ 28.09.2023 ରେ ଛାଡ଼ିବାକୁଥିବା ଭୁବନେଶ୍ୱର-ଜଗଦଳପୁର ହିରାଖଣ୍ଡ ଏକ୍ସପ୍ରେସ କୋରାପୁଟ ପର୍ଯ୍ୟନ୍ତ ଯାତ୍ରା କରିବ ଏବଂ କୋରାପୁଟରୁ ଜଗଦଳପୁର ପର୍ଯ୍ୟନ୍ତ ବାତିଲ ରହିବ।

04. ଜଗଦଲପୁରରୁ 28 ଏବଂ 29.09.2023 ରେ ଛାଡିବାକୁ ଥିବା 18448 ଜଗଦଳପୁର-ଭୁବନେଶ୍ୱର ହିରାଖଣ୍ଡ ଏକ୍ସପ୍ରେସ ଜଗଦଳପୁର ପରିବର୍ତ୍ତେ କୋରାପୁଟରୁ ଯାତ୍ରା ପ୍ରାରମ୍ଭ କରିବ ଏବଂ ଜଗଦଲପୁରରୁ କୋରାପୁଟ ପର୍ଯ୍ୟନ୍ତ ବାତିଲ ରହିବ।

05. କିରଣ୍ଡୁଲ ଠାରୁ 28 ଏବଂ 29.09.2023 ରେ ଛାଡ଼ିବାକୁଥିବା କିରାଣ୍ଡୁଲ-ବିଶାଖାପାଟନମ୍ ସ୍ପେଶାଲ୍ କିରାଣ୍ଡୁଲ୍ ପରିବର୍ତ୍ତେ ଆରାକୁ ଠାରୁ ଯାତ୍ରା ପ୍ରାରମ୍ଭ କରିବ। କିରାଣ୍ଡୁଲରୁ ଆରାକୁ ପର୍ଯ୍ୟନ୍ତ ଏହା ବାତିଲ ରହିବ।

06.08551 ବିଶାଖାପାଟନମ୍-କିରାଣ୍ଡୁଲ୍ ସ୍ପେଶାଲ୍ ବିଶାଖାପାଟନମ୍ ଠାରୁ 28 ଏବଂ 29.09.2023 ରେ ଆରାକୁ ପର୍ଯ୍ୟନ୍ତ ଯାତ୍ରା କରିବ ଏବଂ ଆରାକୁରୁ କିରାଣ୍ଡୁଲ୍ ପର୍ଯ୍ୟନ୍ତ ବାତିଲ୍ ହୋଇ ରହିବ।

07. ହାଓଡ଼ା ଠାରୁ 27 ଏବଂ 28.09.2023 ରେ ଛାଡୁଥିବା 18005 ହାଓଡ଼ା-ଜଗଦଳପୁର ସମଲେଶ୍ୱରୀ ଏକ୍ସପ୍ରେସ ଟିଟିଲାଗଡ ପର୍ଯ୍ୟନ୍ତ ଯାତ୍ରା କରିବ ଏବଂ ଟିଟିଲାଗଡରୁ ଜଗଦଳପୁର ପର୍ଯ୍ୟନ୍ତ ବାତିଲ ରହିବ।

08. ଜଗଦଲପୁରରୁ 28 ଏବଂ 29.09.2023 ରେ ଛାଡ଼ିବାକୁଥିବା 18006 ଜଗଦଳପୁର-ହାଓଡ଼ା ସମଲେଶ୍ୱରୀ ଏକ୍ସପ୍ରେସ ଜଗଦଳପୁର ପରିବର୍ତ୍ତେ ଟିଟିଲାଗଡରୁ ଯାତ୍ରା ପ୍ରାରମ୍ଭ କରିବ। ଜଗଦଳପୁରରୁ ଟିଟିଲାଗଡ ପର୍ଯ୍ୟନ୍ତ ଏହି ଟ୍ରେନ ବାତିଲ ରହିବ।

09. ବିଶାଖାପାଟନମ୍ ରୁ 27 ଏବଂ 28.09.2023 ରେ ଛାଡିବାକୁ ଥିବା 18514 ବିଶାଖାପାଟନମ୍-କିରାଣ୍ଡୁଲ୍ ଏକ୍ସପ୍ରେସ୍ କୋରାପୁଟ ପର୍ଯ୍ୟନ୍ତ ଯାତ୍ରା କରିବ ଏବଂ କୋରାପୁଟରୁ କିରାଣ୍ଡୁଲ ପର୍ଯ୍ୟନ୍ତ ବାତିଲ ରହିବ।

10. କିରାଣ୍ଡୁଲରୁ 28 ଏବଂ 29.09.2023 ରେ ଛାଡିବାକୁ ଥିବା 18513 କିରାଣ୍ଡୁଲ-ବିଶାଖାପାଟନମ୍ ଏକ୍ସପ୍ରେସ କିରାଣ୍ଡୁଲ ପରିବର୍ତ୍ତେ କୋରାପୁଟରୁ ଯାତ୍ରା ପ୍ରାରମ୍ଭ କରିବ। କିରାଣ୍ଡୁଲରୁ କୋରାପୁଟ ପର୍ଯ୍ୟନ୍ତ ଏହି ଟ୍ରେନ ବାତିଲ ରହିବ।

ଟ୍ରେନ୍ ସେବା ପୁନରୁଦ୍ଧାର କାର୍ଯ୍ୟ ପୂର୍ବତଟ ରେଳପଥ ଭୂସ୍ଖଳନ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Latest News

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.