Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ଅନୁମୋଦନ କଲେ ରାଷ୍ଟ୍ରପତି, ଆଇନରେ ପରିଣତ ହେଲା ମହିଳା ସଂରକ୍ଷଣ ବିଲ
ବିଶେଷ ଖବର

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ଅନୁମୋଦନ କଲେ ରାଷ୍ଟ୍ରପତି, ଆଇନରେ ପରିଣତ ହେଲା ମହିଳା ସଂରକ୍ଷଣ ବିଲ

September 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦ୍ରୌପଦୀ ମୁର୍ମୁ
୭୭ତମ ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 

ନୂଆଦିଲ୍ଲୀ: ମହିଳା ସଂରକ୍ଷଣ ବିଲ୍ କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିଛନ୍ତି। ଏହି ବିଲ୍ ୨୦ ସେପ୍ଟେମ୍ବରରେ ଲୋକସଭାରେ ଏବଂ ୨୧ ସେପ୍ଟେମ୍ବରରେ ରାଜ୍ୟସଭାରେ ପାରିତ ହୋଇଥିଲା। ସଂସଦର ଉଭୟ ଗୃହ ଦ୍ଵାରା କୌଣସି ବିଲ୍ ପାରିତ ହେବା ପରେ ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ପାଇଁ ପଠାଯାଏ, ଯାହା ଦ୍ଵାରା ଏହା ଆଇନରେ ପରିଣତ ହୋଇପାରିବ।

ଏହି ଆଇନ କାର୍ଯ୍ୟକାରୀ ହେବା ପରେ ମହିଳାମାନେ ଲୋକସଭା ତଥା ବିଧାନସଭାରେ ୩୩ ପ୍ରତିଶତ ସଂରକ୍ଷଣ ପାଇବେ। ସଂସଦରେ ଏହି ବିଲ୍ ପାରିତ ହେବାପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଥିଲେ ଯେ, ଲିଙ୍ଗଗତ ନ୍ୟାୟ ପାଇଁ ଏହା ଆମ ସମୟର ସବୁଠାରୁ ପରିବର୍ତ୍ତନକାରୀ ବିପ୍ଳବ ହେବ।

ଦ୍ରୌପଦୀ ମୁର୍ମୁ ନାରୀ ଶକ୍ତି ବନ୍ଦନ ଅଧିନିୟମ ମହିଳା ସଂରକ୍ଷଣ ବିଲ୍ ରାଜ୍ୟସଭା ଲୋକସଭା ସଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

September 14, 2026

ନୂଆଖାଇ ଯେଉଁଥିରେ ରହିଛି ଭକ୍ତି ସହ ଭାବର ଏକ ପ୍ରଚଣ୍ଡ ବନ୍ଧନ

September 14, 2026

ଗଣେଶ ପୂଜା ଅବସରରେ ସାରା ଦେଶ ଆଜି ଉତ୍ସବମୁଖର

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026
Latest News

ଆସନ୍ତୁ ଜାଣିବା ପୂଜାବ୍ରତରେ କାହିଁକି ପିଆଜ ରସୁଣ ଖାଇବାକୁ ମନା

September 14, 2026

ପୁଣି ଷ୍ଟାଡିୟମରେ ଅପମାନିତ ହେଲେ ମୋହସିନ୍ ନକଭି: ଟ୍ରଫି ପାଇଁ ମନା କଲା ଭାରତୀୟ ଦଳ

September 14, 2026

ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

September 14, 2026

ରେଳ ଧାରଣାରୁ ବୃଦ୍ଧଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

September 14, 2026

ଆମେରିକାରେ ବୃଦ୍ଧି ପାଇଲା ଡିଜେଲ ଦର

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.