Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BIG BREAKING: ବଡ ଦୁର୍ଘଟଣାରୁ ବର୍ତ୍ତିଲା ଅନୁଗୁଳ ବସ, ମହାନଦୀ ବ୍ରିଜ ଭାଙ୍ଗି ଓହଳିଗଲା
ଆଜିର ଖବର

BIG BREAKING: ବଡ ଦୁର୍ଘଟଣାରୁ ବର୍ତ୍ତିଲା ଅନୁଗୁଳ ବସ, ମହାନଦୀ ବ୍ରିଜ ଭାଙ୍ଗି ଓହଳିଗଲା

October 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
busaccident
ବଡ ଦୁର୍ଘଟଣାରୁ ବର୍ତ୍ତିଲା ଅନୁଗୁଳ ବସ, ମହାନଦୀ ବ୍ରିଜ ଭାଙ୍ଗି ଓହଳିଗଲା

ଭୁବନେଶ୍ବର: ଆଜି ଏକ ବଡ ଦୁର୍ଘଟଣାରୁ ରକ୍ଷା ମିଳିଛି। ଯାତ୍ରୀ ନେଇ ଯାଉଥିବା ଏକ ବସ ନିୟନ୍ତ୍ରଣ ହରାଇ ଏକ ବ୍ରିଜ ଭାଙ୍ଗି ଅଧା ଓହଳି ଗଲା। ଭାଗ୍ୟ ଭଲ ବସଟି ନଦୀ ଭିତରକୁ ଖସିପଡି ନାହିଁ। ବସର ଏପରି ଅବସ୍ଥା ଦେଖି ସ୍ଥାନୀୟ ଲୋକେ ବସରେ ଥିବା ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ।

ଘଟଣାରୁ ଜଣାପଡିଛି ଯେ, ଅନୁଗୁଳରୁ ଭୁବନେଶ୍ବର ଆସୁଥିବା ନିଗମ ବସଟି କଟକ ବାଙ୍କି ନିକଟସ୍ଥ ମହାନଦୀର ଜଟାମୁଣ୍ଡାଇ ବ୍ରିଜ ନିକଟରେ ନିୟନ୍ତ୍ରଣ ହରାଇଥିଲା। ଫଳରେ ବସଟି ବ୍ରିଜ ଭାଙ୍ଗି ନଦୀଆଡକୁ ଖସିବା ପରେ ଅବସ୍ଥାକୁ ଆସିଯାଇଥିଲା। ଏହି ଖବର ପାଇବାର ପରେ ଡମପଡା ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲା।

bus accident ବସ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.