Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବ୍ୟବସାୟ»ଆଜି ରାଜ୍ୟରେ ୫ଟି ଅତ୍ୟାଧୁନିକ ହସପିଟାଲ ପାଇଁ ହେବ ଚୁକ୍ତି ସ୍ବାକ୍ଷରିତ, ଜାଣନ୍ତୁ କେଉଁଠି
ବ୍ୟବସାୟ

ଆଜି ରାଜ୍ୟରେ ୫ଟି ଅତ୍ୟାଧୁନିକ ହସପିଟାଲ ପାଇଁ ହେବ ଚୁକ୍ତି ସ୍ବାକ୍ଷରିତ, ଜାଣନ୍ତୁ କେଉଁଠି

October 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen
ଆଜି ରାଜ୍ୟରେ ୫ଟି ଅତ୍ୟାଧୁନିକ ହସପିଟାଲ ପାଇଁ ହେବ ଚୁକ୍ତି ସ୍ବାକ୍ଷରିତ, ଜାଣନ୍ତୁ କେଉଁଠି

ଭୁବନେଶ୍ବର: ଆଜି ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରରେ ଆଉ ଏକ ପାଦ ଆଗକୁ ଯିବେ। ତାହା ହେଲା ଆଜି ଅପରାହ୍ନରେ ରାଜ୍ୟର ୫ ଟି ସ୍ଥାନରେ ଅତ୍ୟାଧୁନିକ ହସପିଟାଲ ପାଇଁ ଚୁକ୍ତି ସ୍ବାକ୍ଷରିତ ହେବ। ଏହି ହସପିଟାଲ ଗୁଡିକ ପିପିପି ମୋଡରେ କରାଯିବ। ସେହି ସ୍ଥାନଗୁଡିକ ହେଲା ଝାରସୁଗୁଡ଼ା, ଅନୁଗୋଳ, ବଡ଼ବିଲ ଓ ଭଦ୍ରକ। ସେଠାରେ ମଲ୍ଟି ସ୍ପେସିଆଲିଟି ଓ ସୁପର ସ୍ପେସିଆଲିଟି ହସ୍ପିଟାଲ ପି.ପି.ପି. ମାଧ୍ୟମରେ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀନବୀନ ପଟ୍ଟନାୟକ ଉପସ୍ଥିତିରେ ଚୁକ୍ତି କରାଯିବ।

ଖବର ଅନୁସାରେ ଝାରସୁଗୁଡାରେ ୧୨୦ ଶଯ୍ୟା ବିଶିଷ୍ଠ ସୁପର ସ୍ପେସିଆଲିଟି ହସପିଟାଲ ଏବଂ ୧୦୦ ଶଯ୍ୟା ବିଶିଷ୍ଠ ମଲଟିସ୍ପେସାଲିଟ ହସପିଟାଲ, ଅନୁଗୋଳରେ ୨୦୦ ଶଯ୍ୟା ବିଶିଷ୍ଠ ମଲଟି ସ୍ପେସାଲିଟି ହସପିଟାଲ, ବଡବିଲରେ ୨୦୦ ଶଯ୍ୟା ବିଶିଷ୍ଠ ମଲଟିସ୍ପେସାଲିଟ, ଭଦ୍ରକରେ ୧୦୦ ଶଯ୍ୟା ବିଶିଷ୍ଠ ମଲଟିସ୍ପେସିଆଲିଟ୍ ନିର୍ମାଣ ହେବ।

ଅନୁଗୋଳ ଝାରସୁଗୁଡା ବଡବିଲ ଭଦ୍ରକ ହସପିଟାଲ
Share. Facebook Twitter LinkedIn Email WhatsApp Copy Link

Related Posts

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଇଶାନ କିଶାନଙ୍କୁ କେତେ ପୁରସ୍କାର ରାଶି ମିଳିଥିଲା?: ଜାଣନ୍ତୁ….

March 9, 2026

ପୂର୍ବତଟ ରେଳପଥ ମଧ୍ୟଦେଇ ଚଳାଚଳ କରିବ ଦୁଇଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ

March 9, 2026
Latest News

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଇଶାନ କିଶାନଙ୍କୁ କେତେ ପୁରସ୍କାର ରାଶି ମିଳିଥିଲା?: ଜାଣନ୍ତୁ….

March 9, 2026

ପୂର୍ବତଟ ରେଳପଥ ମଧ୍ୟଦେଇ ଚଳାଚଳ କରିବ ଦୁଇଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ

March 9, 2026

ଇରାନ ବିରୁଦ୍ଧରେ ଯୁଦ୍ଧରେ ସାମିଲ ହେବାକୁ ଘୋଷଣା କଲା ତୁର୍କୀ: ମୁତୟନ କଲା ଯୁଦ୍ଧଜାହାଜ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.