Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କକୁ ମିଳିଲା ଜାତୀୟ ପୁରସ୍କାର
ଆଜିର ଖବର

ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କକୁ ମିଳିଲା ଜାତୀୟ ପୁରସ୍କାର

October 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍
ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କକୁ ମିଳିଲା ଜାତୀୟ ପୁରସ୍କାର

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ଜାତୀୟ ପୁରସ୍କାର ଲାଭ କରିଛି । ସମଗ୍ର ଦେଶରେ ଥିବା ସମବାୟ ବ୍ୟାଙ୍କଗୁଡ଼ିକ ମଧ୍ୟରେ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ଉତ୍ତମ ସେବା ଓ ପ୍ରଦର୍ଶନ ପାଇଁ ତୃତୀୟ ପୁରସ୍କାର ପାଇଛି ।

ଜାତୀୟ ରାଜ୍ୟ ସମବାୟ ବ୍ୟାଙ୍କ ମହାସଂଘ (ଏନ୍‌ଏଏଫ୍‌ଏସ୍‌ସିଓବି) ପକ୍ଷରୁ ରାଜସ୍ଥାନରେ ଅନୁଷ୍ଠିତ ବାର୍ଷିକ ଅଧିବେଶନରେ ୨୦୨୦-୨୧ ଓ ୨୦୨୧-୨୨ ପାଇଁ ଓଡ଼ିଶାକୁ ଏହି ପୁରସ୍କାର ମିଳିଛି । ଅନୁଷ୍ଠିତ ଉତ୍ସବରେ ଅତିଥିମାନଙ୍କଠାରୁ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ସଭାପତି ଟି. ପ୍ରସାଦ ରାଓ ଦୋରା ଓ ନିର୍ଦ୍ଦେଶକ ଅମ୍ବିକା ପ୍ରସାଦ ଦାଶ ପୁରସ୍କାର ଗ୍ରହଣ କରିଥିଲେ ।

ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.