Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏଏସ ସ୍ତରରେ ଅଦଳ ବଦଳ, ବିଷ୍ଣୁପଦ ସେଠୀଙ୍କୁ ମିଳିଲା ନୂଆ ଦାୟିତ୍ବ
ଆଜିର ଖବର

ଆଇଏଏସ ସ୍ତରରେ ଅଦଳ ବଦଳ, ବିଷ୍ଣୁପଦ ସେଠୀଙ୍କୁ ମିଳିଲା ନୂଆ ଦାୟିତ୍ବ

October 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇଏଏସ ସ୍ତରରେ ଅଦଳ ବଦଳ, ବିଷ୍ଣୁପଦ ସେଠୀଙ୍କୁ ମିଳିଲା ନୂଆ ଦାୟିତ୍ବ

ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ ସ୍ତରରେ ଏକ ଅଦଳବଦଳ କରିଛନ୍ତି। ଦୀର୍ଘମାସ ଧରି ପଦବୀବିହିନ ହୋଇପଡିଥିବା ବରିଷ୍ଠ ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ନିଯୁକ୍ତି ମିଳିଛି। ତାଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ କରାଯାଇଛି।

ବିଷ୍ଣୁପଦଙ୍କୁ ମିଶାଇ ମୋଟ ଆଠ ଜଣ ଆଇଏଏସଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ସେମାନେ ହେଲେ..

1- ବିଷ୍ଣୁପଦ ସେଠୀ- ପ୍ରମୁଖ ଶାସନ ସଚିବ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ

2- ଭାସ୍କର ଜ୍ୟୋତି ଶର୍ମା- କମିଶନର ଲ୍ୟାଣ୍ଡ ରେକର୍ଡସ ଓ  ସେଟେଲମେଣ୍ଟ

3- ବି ପରମେଶ୍ବରନ- କମିଶନର କନସଲୋଡେସନ

4- ଜ୍ୟୋତିପ୍ରକାଶ ଦାସ- ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶ

5- ରାମାଶିଷ ହାଜରା- ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନର ସଭାପତି ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ସେ ବର୍ତ୍ତମାନ ପଶୁ ସଂପଦ ବିଭାଗର ନିର୍ଦ୍ଦେଶକ ଅଛନ୍ତି।

6- ଅରିନ୍ଦମ ଡାକୁଆ- ପାନୀୟ ଜଳ ଓ ପରିମଳ ବିଭାଗ  ନିର୍ଦ୍ଦେଶକ।

7– ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଏସଟି ବିଭାଗର ନିର୍ଦ୍ଦେଶକ

8- ସୁବ୍ରତ ଶତପଥିଙ୍କୁ  ଆଇଜିଆର୍ ଭାବେ ଅତିରିକ୍ତ ଦାୟିତ୍ବ , ସେ ବର୍ତ୍ତମାନ ବୋର୍ଡ ଅଫ ରେଭିନ୍ୟୁର ଆର୍ଥିକ ଉପଦେଷ୍ଠା ଅଛନ୍ତି।

ias ଆଇଏଏସ ଅଦଳବଦଳ ବିଷ୍ଣୁପଦ ସେଠୀ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Latest News

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.